ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ଦୁଇ ଦିନ ଧରି ରାଜ୍ୟରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି l କିନ୍ତୁ ଏହାକୁ ନିର୍ମାଣକାରୀ ସଂସ୍ଥା ମାନୁ ନ ଥିବା ଅଭିଯୋଗ ହୋଇଛି। ତେବେ ଶଟ୍‌ଡାଉନ୍‌ ସମୟରେ ଚାଲିଥିବା କାର୍ଯ୍ୟକୁ ତହସିଲଦାର ଅବନୀ କୁମାର ସାହୁ ବନ୍ଦ କରିଥିବା ଜଣାପଡ଼ିଛି। କେବଳ ମେସିନ ଦ୍ୱାରା ଯେଉଁ କାମ ହୋଇପାରିବ ସେହି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ କାର୍ଯ୍ୟବନ୍ଦ ସମୟରେ ଘଟଣାସ୍ଥଳରେ ଆରଆଇ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରୁ ଭୁବନେଶ୍ୱରକୁ ଗଡ଼ିଲା ମେମୁ ଟ୍ରେନ

ବାଲେଶ୍ୱର ଅଫିସ,୭।୧: ବାଲେଶ୍ବର ଷ୍ଟେଶନରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପତାକା ଦେଖାଇ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ବାଲେଶ୍ବରରୁ ଭୁବନେଶ୍ବରକୁ...

ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା।...

ଚିଙ୍ଗୁଡ଼ି ପାଇଁ ଜୀବନ ବାଜି

କେନ୍ଦ୍ରାପଡ଼ା ଅଫିସ, ୨୮।୭ (ଜଗନ୍ନାଥ ଧଳ): ଏଭଳି କେତେକ ଜୀବିକା ରହିଛି, ଯେଉଁଥିରେ ଜୀବନ ଚାଲିଯାଉଛି। ହେଲେ ଅର୍ଥ ମୋହରେ ଲୋକେ ସେହି ପ୍ରାଣହାନି ଜୀବିକାଠାରୁ...

ଦୋକାନ ଉପରେ ମାଡିଗଲା ଟ୍ରକ୍‌

ନିଶ୍ଚିନ୍ତକୋଇଲି,୨୪।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନିଶ୍ଚିନ୍ତ କୋଇଲି ବଜାରରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଦୁଇଟି ସାର ବୋଝେଇ ଟ୍ରକ୍‌ ବଜାର ଉପରେ...

ତିନି ମାସ ପରେ ଆସିବ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୪ ।୯: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ତା’ର ତୃତୀୟ ଲହରକୁ ନେଇ ଚିନ୍ତା ବଢିବାରେ ଲାଗିଛି...

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ...

ସ୍କୁଲରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର

ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର...

ଖୋର୍ଦ୍ଧାରେ ଖୋଲିବ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୬।୮: ଆସନ୍ତା ୯ତାରିଖରୁ ଖୋର୍ଦ୍ଧା ଜିଲାରେ (ବିଏମ୍‌ସିକୁ ବାଦ୍‌ ଦେଇ) ସମସ୍ତ ଧାର୍ମିକ ଅନୁଷ୍ଠାନ, ମଠ, ମନ୍ଦିର ଖୋଲିବ। କୋଭିଡ୍‌ କଟକଣା କୋହଳ ପରେ...

Advertisement
Archives

Model This Week