ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ଦୁଇ ଦିନ ଧରି ରାଜ୍ୟରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି l କିନ୍ତୁ ଏହାକୁ ନିର୍ମାଣକାରୀ ସଂସ୍ଥା ମାନୁ ନ ଥିବା ଅଭିଯୋଗ ହୋଇଛି। ତେବେ ଶଟ୍‌ଡାଉନ୍‌ ସମୟରେ ଚାଲିଥିବା କାର୍ଯ୍ୟକୁ ତହସିଲଦାର ଅବନୀ କୁମାର ସାହୁ ବନ୍ଦ କରିଥିବା ଜଣାପଡ଼ିଛି। କେବଳ ମେସିନ ଦ୍ୱାରା ଯେଉଁ କାମ ହୋଇପାରିବ ସେହି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ କାର୍ଯ୍ୟବନ୍ଦ ସମୟରେ ଘଟଣାସ୍ଥଳରେ ଆରଆଇ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ...

ବସ୍‌ କଣ୍ଡକ୍ଟରଙ୍କୁ ମାଡ଼: ଅଭିଯୁକ୍ତ ଗିରଫ

ଯୋଡ଼ା,୬।୧୨(ଡି.ଏନ.ଏ.)- ବସ୍‌ ଭଡାକୁ କେନ୍ଦ୍ର କରି ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ହେଲେ ଯୋଡାସ୍ଥିତ...

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ...

କନଷ୍ଟେବଳକୁ ହତ୍ୟା ଧମକ, ଯୁବକ ଗିରଫ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଟିକାବାଲି, ୩୦ା୧୦- ଚକାପାଦ ଥାନାର କନଷ୍ଟେବଳ ବସନ୍ତ କୁମାର ନାହକଙ୍କୁ ଚକାପାଦ ଶୈବ ପୀଠଠାରେ ହତ୍ୟା ଧମକ ଦେବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଜରେ...

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ...

ହାଇଦ୍ରାବାଦରୁ ଚାଲି ଚାଲି ଫେରିଲେ ୨ ଶ୍ରମିକ

ଦିଗପହଣ୍ଡି/ପାଟପୁର,୪ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ଦୁଇ ଜଣ ଶ୍ରମିକ ଚାଲିଚାଲି ହାଇଦ୍ରାବାଦରୁ ଆସି ସୋମବାର ଗଞ୍ଜାମରେ ପହଞ୍ଚତ୍ଛନ୍ତି। ଏମାନେ ହେଲେ ଏସ୍‌.ଗୋପାଳପୁର ଗଁାର। ହାଇଦ୍ରାବାଦରେ...

ମହାବାତ୍ୟାରେ କେନ୍ଦ୍ରାପଡ଼ା ଆସିଥିଲେ ପ୍ରଣବଦା

କେନ୍ଦ୍ରାପଡ଼ା ଅଫିସ, ୧।୯: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରନତ୍ ପ୍ରଣବ ମୁଖାର୍ଜୀଙ୍କର ସୋମବାର ଦେହାନ୍ତ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ବହୁ ଲୋକ...

କରୋନାରେ ପୁଣି ଜଣେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି,୧୨ା୭(ସ୍ବ.ପ୍ର.)-ଗଜପତି ଜିଲାର ଜଣେ କୋଭିଡ୍‌ ଯୋଦ୍ଧା ତଥା ବରିଷ୍ଠ ଖବରଦାତା କେ. ସିଏଚ. ରତନମ୍‌ଙ୍କ ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲରେ ରବିବାର ପରଲୋକ ହୋଇଯାଇଛି। ସେ ଦୈନିକ...

Coronavirus Update


Archives

Model This Week

Why Dharitri