Posted inରାଜ୍ୟ

ଶଟ୍‌ଡାଉନ୍‌ରେ ବିକ୍ରି ହେବ ଓମଫେଡ୍‌ ସାମଗ୍ରୀ: ରିଟେଲରଙ୍କ ଠିକଣା ସହ ମୋବାଇଲ ନଂ. ଜାରି

ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ୨ ଦିନ ସଟ୍‌ଡାଉନ ବେଳେ ଓମଫେଡ୍‌ ପ୍ରଡକ୍ଟ ବିକ୍ରି ହୋଇପାରିବ। ତେବେ ଶଟ୍‌ଡାଉନ୍‌ ବେଳେ କିଏ ଓମଫେଡ୍‌ ପ୍ରଡକ୍ଟ ବିକିପାରିବେ ସେମାନଙ୍କର ଏକ ତାଲିକା ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି । ଭୁବନେଶ୍ୱରରେ ୨୬ଟି ରିଟେଲରଙ୍କ ଠିକଣା ସହ ମୋବାଇଲ ନଂ. ଜାରି କରାଯାଇଛି। କେବଳ ତାଲିକାରେ ସ୍ଥାନୀତ ରିଟେଲର ଓମଫେଡ୍‌ ପ୍ରଡକ୍ଟ ବିକି ପାରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri