ଶଟ୍‌ଡାଉନ୍‌ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ

ପାଟକୁରା,୭।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍‌ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ ରବିବାର ଜିଲାର ଗରଦପୁର ବ୍ଲକ ଅଞ୍ଚଳରେ ଶଟ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ଶନିବାର ଅଞ୍ଚଳ ଶୂନଶାନ ହୋଇ ଯାଇ ଥିବା ବେଳେ ରବିବାର ମଧ୍ୟ ସେହି ଅବସ୍ଥା ଦେଖିବାକୁ ମିଳୁଛି। ଅଞ୍ଚଳର ପ୍ରମୁଖ ବାଣିଜ୍ୟ ପେଣ୍ଠ କୁହାଯାଉଥିବା ନୂଆବଜାର ପାଟକୁରା, ଗରଦପୁର ବନ୍ଦ ରହିଥିବା ବେଳେ ଅତ୍ୟବଶ୍ୟକ ସାମଗ୍ରୀ ଦୋକାନ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦  ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ...

ଭଦ୍ରକ ଜିଲାରେ କଂଗ୍ରେସ ରାଜନୀତି: ନୂଆ ମୁହଁକୁ ନେଇ ଆଶା,ଆଶଙ୍କା

ଭଦ୍ରକ ଅଫିସ, ୨୬ା୪-ଭଦ୍ରକ ଜିଲାରେ କଂଗ୍ରେସ ୫ ନୂଆ ପ୍ରାର୍ଥୀଙ୍କୁ ନିର୍ବାଚନ ମଇଦାନକୁ ଛାଡିଛି| ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜେ ନିଜ ଜିଲା ଛାଡ଼ି...

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ...

ବାହାନଗା ତହସିଲ ପକ୍ଷରୁ ଉଚ୍ଛେଦ ଆରମ୍ଭ

ବାହାନଗା, ୫ା୧୦(ଡି.ଏନ.ଏ.)-ଘରୁ ବାହାରିବା ଲାଗି ରାସ୍ତା ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଓଡଶାଳ ପଞ୍ଚାୟତର ଝଳଝଳିଆ ଗ୍ରାମର ୩ ପରିବାର ଗତ ୩୦...

ସିଦ୍ଧ ମହାବୀର ରେଲଓ୍ବେ ଓଭରବ୍ରିଜ୍‌ ପାଇଁ ଅଧିଗ୍ରହଣ ହେବ ୨.୬୬ ଏକର ଜମି: ମାପଚୁପ ଆରମ୍ଭ, ପୁରୀବାସୀ ଉତ୍ସାହିତ

ପୁରୀ ଅଫିସ,୧୯ା୧: ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ଲାଗି ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। ଗତ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ଟି...

କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର

ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା...

ଜୀବନବିନ୍ଦୁରେ ୪୦ ୟୁନିଟ୍‌ ରକ୍ତ ସଂଗ୍ରହ

ଖଇରା, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରାସ୍ଥିତ ଦର୍ଶନ ପ୍ରସାଦ ହାଇସ୍କୁଲ ପରିସରରେ ଶୁକ୍ରବାର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପର୍ଯ୍ୟଟନ ସଂସ୍କୃତି...

ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ: ଫିନାଇଲ ପିଇ ସାନ ଝିଅଙ୍କ ଆତ୍ମହତ୍ୟା ଉଦ୍ୟମ

ଲଖନପୁର,୨୫।୨୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲ୍‌ଙ୍କ ମଙ୍ଗଳବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଏନେଇ...

Play 250+ Trending Games
Archives

Model This Week

Why Dharitri