Posted inଜାତୀୟ

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ବେଳେ ଉକ୍ତ ଟ୍ରେନଟିକୁ ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ କିଛି ସମୟ ପାଇଁ ଅଟକାଇ ଦିଆଯାଇଥିଲା। ଷ୍ଟେସନରେ ପ୍ରାୟ ୨୦ ମିନିଟ ଧରି ଟ୍ରେନଟି ଠିଆ ହୋଇଥିଲା। ଘଟଣାସ୍ଥଳରେ ବିଡିଏସ୍‌, ଆର୍‌ପିଏଫ୍‌, ଜିଆର୍‌ପି ଓ ଡଗ୍‌ ସ୍ବାଡ ଟିମ୍‌ ପହଞ୍ଚି ଟ୍ରେନକୁ ତନ୍ନ ତନ୍ନ କରି ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ କୌଣସି ସନ୍ଦିଗ୍ଧ ସାମଗ୍ରୀ ମିଳି ନ ଥିବା ଜଣାପଡ଼ିଛି। ଏହାପରେ ଟ୍ରେନଟି ସ୍ବାଭାବିକ ଭାବେ ନିଜ ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

G7 ବୈଠକରେ ଟ୍ରମ୍ପ କାହିଁକି କହିଲେ I’m the Boss? ଜବାବ ଦେଇ କହିଲେ…

ଓ୍ବାଶିଂଟନ,୨୦।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ସମୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପସ୍ଥିତ ନେତାମାନଙ୍କୁ କହିଥିଲେ, “ମୁଁ ହେଉଛି ବସ୍।” ଏହା ଭାଇରାଲ ହେବା…

ହର୍ମୁଜ ପାଇଁ ଇରାନର ନୂତନ ନିୟମ: ବିନା ଅନୁମତିରେ କରିପାରିବ ନାହିଁ ଜାହାଜ ଚଳାଚଳ – ବିଶ୍ୱ ବାଣିଜ୍ୟ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ତେହରାନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ କାର୍ଯ୍ୟକଳାପ…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର…

ବିଶ୍ୱର ସବୁଠାରୁ ଚମତ୍କାର ନେତା କିଏ? ଟ୍ରମ୍ପ ଦେଲେ ଏମିତି ଉତ୍ତର ପାକିସ୍ତାନକୁ ଲାଗିବ ଜୋରଦାର ଝଟକା!

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି। ଟ୍ରମ୍ପ ଉଭୟ ନେତାଙ୍କୁ ସେ ସବୁଠାରୁ…

NEET Re-Exam: NEET ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଆବୁଧାବି ଜାଣିବା ପରେ କାନ୍ଦି କାନ୍ଦି ବେହାଲ ହେଲେଣି ପରୀକ୍ଷାର୍ଥୀ, ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ନାଗପୁରର ଜଣେ ଛାତ୍ରଙ୍କୁ NEET ପୁନଃପରୀକ୍ଷା ପାଇଁ ଆବୁଧାବିରେ ଏକ ପରୀକ୍ଷା କେନ୍ଦ୍ର ଦେଇଛି। ଛାତ୍ର ଜଣକ କହିଛନ୍ତି ଯେ…

ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ…

ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…

ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri