ଶତାଧିକ ନିରାଶ୍ରୟଙ୍କୁ ଜଳଖିଆ ଦେଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ଶୁକ୍ରବାର ସକାଳେ ସହରରେ ଥିବା ନିରଶ୍ରୟଙ୍କୁ ଜଳଖିଆ ପ୍ରଦାନ କରାଯାଇଛି। ମାଷ୍ଟରକ୍ୟାଣ୍ଟିନ୍‌ ଓ ରାମ ମନ୍ଦିର ପାର୍ଶ୍ୱରେ ଥିବା ୫୦୦ ନିରାଶ୍ରୟଙ୍କୁ ଜଳଖିଆ ଦିଆଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେଣ୍ଟର ଫର୍‌ ସୋସିଆଲ୍‌ ସର୍ଭିସ ଆଣ୍ଡ ଡେଭଲପ୍‌ମେଣ୍ଟ (ସିଏସ୍‌ଏସଡି) ବିଏମ୍‌ସି ସହଯୋଗରେ ମାଷ୍ଟର୍‌କ୍ୟାଣ୍ଟିନ୍‌ସ୍ଥିତ ସିଟି ବସଷ୍ଟାଣ୍ଡ ଏବଂ ରାମ ମନ୍ଦିର ଠାରେ ଜଳଖିଆ ବାଣ୍ଟିଛି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଲକ୍‌ଡାଉନ୍‌ ସରିବା ଯାଏ ଜାରି ରହିବ ବୋଲି ଏନ୍‌ଜିଓ ସିଏସ୍‌ଏସଡି କହିଛି। ଏହାବ୍ୟତୀତ ବିଏମସି ଏବଂ ସହଯୋଗୀ ଅନୁଷ୍ଠାନଗୁଡିକ ତରଫରୁ ସହରରେ ଥିବା ନିରାଶ୍ରୟଙ୍କୁ ୨୪ ଶହ ଭୋଜନ ଓ ୨୫୦ ଲୋକଙ୍କ ପାଇଁ ୧୦ଦିନର ରାଶନ ଦିଆଯାଇଥିବା ଜଣାପଡ଼ିଛି। ବଣ୍ଟନ ସମୟରେ ସଂସ୍ଥାର ପ୍ରତିନିଧିଙ୍କ ସହ ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥ, ସହକାରୀ କମିଶନର ଲୁଇନ୍‌ ସାହୁ ପ୍ରମୁଖ ଉପସ୍ଥିତ ରହୁଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମରୁଡ଼ି ଘୋଷଣା ଦାବିରେ ବିରୋଧୀ ଅଟଳ

ଭୁବନେଶ୍ୱର,୨।୯(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣପଶ୍ଚିମ ମୌସୁମୀ ଦୁର୍ବଳ ଯୋଗୁ ରାଜ୍ୟରେ ଅନାବୃଷ୍ଟି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ରୁଆ...

କରୋନା ପରିଚାଳନାରେ ବିଫଳତା ହେତୁ ଚାଇନାରେ ପରିସ୍ଥିତି ବିସ୍ଫୋରକ: ଡବ୍ଲୁଏଚଓ

ବେଜିଂ,୧୬ ।୧୨: ଚାଇନାରେ ବ୍ୟାପୁଥିବା କରୋନା ମହାମାରୀକୁ ନେଇ ଏବେବି ସେଠାରେ ଆଶାନ୍ତ ପରିସ୍ଥିତି ଲାଗି ରହିଛି । ସରକାରଙ୍କ ଜିରୋ କୋଭିଡ ନୀତିକୁ ନେଇ...

ଅଧାରୁ ଅଟକିଲା ବୈଠକ, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼ ଅଫିସ୍‌,୧୫।୭: ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ସନ୍ଧ୍ୟା ୫ଟାରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ...

ଘରୋଇ ଜମିରେ ଆଶ୍ରମ ବିଦ୍ୟାଳୟ: ଅଡୁଆରେ ଢେଙ୍କାନାଳ ଜିଲା ଏସ୍‌ସି/ଏସ୍‌ଟି ବିଭାଗ

ଢେଙ୍କାନାଳ ଅଫିସ, ୨୯।୯: ଏକ ଘରୋଇ ଜମିରେ ଶିକ୍ଷାନୁଷ୍ଠାନ ଏବଂ ଛାତ୍ରାବାସ ନିର୍ମାଣ କରିବା ଢେଙ୍କାନାଳ ଜିଲା ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି/ଏସ୍‌ଟି) ବିଭାଗର...

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼,...

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ । ଏହି ୨୪ ଦିନିଆ ଅଧିବେଶନରେ...

ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୨ ରହିଛି।...

୧୧ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି; ଜାଣନ୍ତୁ ଅଛନ୍ତି କିଏ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ୧୧ଜଣ ବରିଷ୍ଠ ଅଧିକାରୀଙ୍କୁ ଶୁକ୍ରବାର କେନ୍ଦ୍ର ସରକାର ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ...

Advertisement
Archives

Model This Week