‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ଏହି ଶପଥ ନେଇଛନ୍ତି। ଶପଥ ପତ୍ରରେ ଲାଞ୍ଚ ନ ନେବା ସହ ଅନେକ ହଲପ ରହିଛି। ସାଧାରଣ ଲୋକଙ୍କ ପାଇଁ କାମ କରିବା ଓ ସ୍ବଚ୍ଛତା ରଖିବା ପାଇଁ ଏହି ଶପଥ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାରୁ ବଢ଼ୁଛି ପଜିଟିଭ୍‌

ବଇଣ୍ଡା,୧୦ା୫(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି।...

ଭିଜିଲାନ୍ସ ଜାଲରେ ମାଣିପୁର ଆର୍‌ଆଇ କାର୍ଯ୍ୟାଳୟ ପିଅନ: ଜମି ମ୍ୟୁଟେଶନ ପାଇଁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ ଅଫିସ/କଟକ ଅଫିସ, ୨୮|୬-ଜମି ମ୍ୟୁଟେଶନ ପାଇଁ ୧୨୦୦ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ କଲେଜ ନିକଟ ମାଣିପୁର ଆର୍‌ଆଇ...

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ...

ବସି ଖାଇବେନି, ଖାଲି ପାର୍ସଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢ଼ାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡ୍‌ଲାଇନ୍‌...

୩ କମ୍ପାନୀର ୨.୫୨ କୋଟି ଅଚଳ

ଭୁବନେଶ୍ୱର,୩୧।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ...

ବିନା ହେଲମେଟରେ ରାଲି, ଗଣିବେ ଜରିମାନା

ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍‌ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ...

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ...

ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା...

Advertisement
Archives

Model This Week