Posted inଜାତୀୟ

ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁମ୍ବାଇ ପହଞ୍ଚିଲେ ଷ୍ଟାଲିନ

ମୁମ୍ବାଇ,୨୮।୧୧: ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନ ଗୁରୁବାର ସକାଳେ ମୁମ୍ବାଇ ପହଞ୍ଚିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ସନ୍ଧ୍ୟାରେ ଶପଥ ଗ୍ରହଣ କରିବା କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ସେ ମୁମ୍ବାଇ ପହଞ୍ଚିଥିବା ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରାୟ ସବୁ ବଡ ବଡ ନେତାଙ୍କୁ ଆମନ୍ତ୍ରଣ କରାଯାଇଥିବା ବେଳେ କଂଗ୍ରେସର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଆମନ୍ତ୍ରଣ କରାଯାଇଛି। ସୂଚନାଯୋଗ୍ୟ, ବହୁ ବାଦବିବାଦ ପରେ ଶିବସେନା ନେତା ଉଦ୍ଧବ ଠାକରେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଠାକରେ ପରିବାରର ପ୍ରଥମ ସଦସ୍ୟ ଭାବେ ସେ ଏହି ଆସନରେ ବସିବାକୁ ଯାଉଥିବା ବେଳେ ସାରା ରାଜ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ...

୩ ଶ୍ରମ ସଂସ୍କାର ବିଲ୍‌ ସଂସଦରେ ପାରିତ

ନୂଆଦିଲ୍ଲୀ,୨୪।୯(ପି.ଟି.): ପାର୍ଲାମେଣ୍ଟରେ ବୁଧବାର ୩ଗୋଟି ଶ୍ରମ ସଂସ୍କାର ବିଲ୍‌କୁ ଅନୁମୋଦନ ମିଳିଛି। ଏହି ବିଲ୍‌ କମ୍ପାନୀଗୁଡ଼ିକର ପ୍ରତିବନ୍ଧକକୁ ଦୂର କରିବ। ଏଥିସହ ଯେଉଁ କମ୍ପାନୀରେ ୩୦୦...

ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ଦେବାକୁ ଉତ୍ତର ପ୍ରଦେଶରୁ ଆସିପାରନ୍ତି ଜହ୍ଲାଦ

ନୂଆଦିଲ୍ଲୀ,୧୨।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କାରଣ ଖୁବ୍‌ଶୀଘ୍ର ଏମାନଙ୍କୁ ଫାଶୀ...

ଅଖିଲେଶଙ୍କ ସହ ମେଣ୍ଟ କରିବେ ନାହିଁ ଚନ୍ଦ୍ରଶେଖର

ଲକ୍ଷ୍ନୌ,୧୫।୧: ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ହେବାକୁ ଥିବା ମେଣ୍ଟରେ ଶେଷ ମୁହୁର୍ତ୍ତରେ ଫାଟ ଦେଖାଦେଇଛି। ଖବରଦାତା ସମ୍ମିଳନୀରେ...

ଅଓ୍ବନ୍ତିପୁରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଭାରତ ଓ ଆମେରିକାକୁ ସୂଚନା ଦେଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୬: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୁରାରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଛି। ଏନେଇ ପାକିସ୍ତାନ ଭାରତ ଏବଂ ଆମେରିକାକୁ ସୂଚନା ଦେଇଛି। ତ୍ରାଲ୍‌ ଅଞ୍ଚଳରେ ଆତଙ୍କବାଦୀ ଜାକିର...

ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ...

ମାସିକ ୬ ହଜାର ଟଙ୍କା ଆୟ କରୁଥିବା ଯୁବକଙ୍କ ନାଁରେ ଆସିଲା ୩.୪୯ କୋଟି ଟଙ୍କାର ଆୟକର ନୋଟିସ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ଭିଣ୍ଡର ରବି ଗୁପ୍ତା ନାମକ ଜଣେ ଯୁବକଙ୍କ ନିକଟକୁ ୩.୪୯ କୋଟି ଟଙ୍କାର ଆୟକର ନୋଟିସ ଆସିଥିବା ସେ ପ୍ରକାଶ କରିଛନ୍ତି। ତାଙ୍କର...

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି...

Advertisement
Archives

Model This Week