Posted inଜାତୀୟ

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ ଜୋହର୍‌, ରଜନୀକାନ୍ତ, ବୋନି କପୁର୍‌, କଙ୍ଗନା ରାଣାଓ୍ବତ୍‌ ପ୍ରମୁଖ ଏଥିରେ ଯୋଗଦେଇଛନ୍ତି। ଫିଲ୍ମ ଆଣ୍ଡ୍‌ ଟିଭି ପ୍ରଡ୍ୟୁସର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ ସଭାପତି ସିଦ୍ଧାର୍ଥ ରୟ କପୁର୍‌, ଅଭିନେତା ଶାହିଦ୍‌ କପୁର୍‌, ଶାହରୁଖ୍‌ ଖାନ୍‌, ସଲମାନ୍‌ ଖାନ୍‌, ଆମିର୍‌ ଖାନ୍‌, ଅକ୍ଷୟ କୁମାର, ବିବେକ୍‌ ଓବରଏ, କୈଳାସ ଖେର୍‌, ରାଜୁ ଶ୍ରୀବାସ୍ତବ, ଅନୁପମ୍‌ ଖେର୍‌, ଜାଭେଦ୍‌ ଅଖ୍‌ତର, ସଲିମ୍‌ ଖାନ୍‌, ଭିକି କୌଶଲ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ସିନେ ଷ୍ଟାର ତଥା ଭାଜପା ପ୍ରାର୍ଥୀଭାବେ ନିର୍ବାଚିତ ହୋଇଥିବା ସନ୍ନି ଦେଓଲ୍‌, ମନୋଜ ତିଓ୍ବାରୀ, ରବି କିଷନ୍‌ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ। ସିନେ ଷ୍ଟାର୍‌ଙ୍କ ବ୍ୟତିତ ବହୁ ସ୍ପୋଟର୍‌ସ ଷ୍ଟାର୍‌, ବିଶ୍ୱସ୍ତରୀୟ ନେତା ଓ ସାଧାରଣ ନାଗରିକ ଏହି ମେଗା ଇଭେଣ୍ଟ୍‌ରେ ଉପସ୍ଥିତ ଥିଲେ। ପ୍ରକାଶଥାଉ କି, ଗତବର୍ଷ ମୋଦି ବଲିଉଡ୍‌ ପ୍ରତିନିଧିଙ୍କୁ ଭେଟି ଦେଶ ଗଠନରେ ଭାଗୀଦାର ହେବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri