Posted inଜାତୀୟ

ଶପଥ ଗ୍ରହଣ କଲେ ଜଗନ ମୋହନଙ୍କ କ୍ୟାବିନେଟର ୨୫ ଜଣ ବିଧାୟକ

ଅମରାବତୀ,୮।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା ବେଳେ ତାଙ୍କ କ୍ୟାବିନେଟର ୨୫ ଜଣ ବିଧାୟକ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ବିଧାନସଭାରେ ଏକ ସାଧାରଣ ଉତ୍ସବରେ ରାଜ୍ୟପାଳ ଇଏସ୍‌ଏଲ୍‌ ନରସିଂମହା ଏମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ଓ ବାପଘରର ୪ ଜଣଙ୍କୁ ଜାଳିଦେଲେ ସ୍ବାମୀ

ଚଣ୍ଡିଗଡ଼,୧୯ା୧୦: ସ୍ତ୍ରୀ ବାପଘରୁ ଫେରିବାକୁ ମନା କରିଦେବାରୁ ଉତ୍‌କ୍ଷିପ୍ତ ସ୍ବାମୀ ବର୍ବର କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ସମେତ ତାଙ୍କ ବାପଘରର ୪ ସଦସ୍ୟଙ୍କୁ ଜାଳିଦେଇଛନ୍ତି।...

ଭୂମି ପୂଜନ ପାଇଁ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏନେଇ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ କରାଯାଇଛି। ଏହି...

ଆଶ୍ରମରୁ ଶିଶୁକନ୍ୟାକୁ ନେଇଗଲେ ଭାଜପା ବିଧାୟକ

ବରେଲି, ୧୪ା୧୨: ଉତ୍ତରପ୍ରଦେଶର ବରେଲିସ୍ଥିତ ଏକ ଅନାଥ ଆଶ୍ରମରୁ ଜଣେ ଏକ ବର୍ଷୀୟ ଶିଶୁ କନ୍ୟାକୁ ଭାଜପା ବିଧାୟକ ରାଜେଶ ମିଶ୍ର ବେଆଇନ ଭାବେ ନେଇଯାଇଥିବା...

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ...

ମହମ୍ମଦ ଜୁବୈରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୮।୭: ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଖବରଦାତା ମହମ୍ମଦ ଜୁବୈରଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ଜୁବୈରଙ୍କୁ ୫ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ...

ଏନ୍‌ଡିଏରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇ ପାରନ୍ତି ପାଓ୍ବାର

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ମହାଭାରତର ଅଭେଦ୍ୟ ଦୁର୍ଗକୁ ପଶିବା ସମସ୍ତଙ୍କ ପାଇଁ ସମ୍ଭବ ନୁହେଁ ବୋଲି କୁହାଯାଉଛି। ଗୋଟିଏ ପଟେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାରତୀୟ...

ଭଗଓ୍ବନ୍ତ ମାନଙ୍କ ସରକାରଙ୍କୁ ବର୍ଷେ…

ଚଣ୍ଡିଗଡ଼,୧୬।୩ : ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ସରକାର ଗୁରୁବାର ଗୋଟିଏ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସେ ପଞ୍ଜାବର ଲୋକଙ୍କ ପାଇଁ ଏକ...

‘କିଷାନ ଯାତ୍ରା’ ଆରମ୍ଭ ପୂର୍ବରୁ ଅଖିଳେଶ ଅଟକ

ଲକ୍ଷ୍ନୌ,୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଉତ୍ତରପ୍ରଦେଶ ରାଜନୀତିରେ ଉଷ୍ଣତା ବୃଦ୍ଧି ପାଇଛି। ସମାଜବାଦୀ ପାର୍ଟି ପକ୍ଷରୁ ସ୍ଥିତିରୁ ଫାଇଦା ଉଠାଇବାର ଉଦ୍ୟମ ଆରମ୍ଭ...

Advertisement
Archives

Model This Week