Posted inଜାତୀୟ

ଶପଥ ଗ୍ରହଣ ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ

ନୂଆଦିଲ୍ଲୀ,୧୮।୬: ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସୋମବାର ଏମ୍‌ପି ଭାବେ ପ୍ରାୟ ୨୬ ଜଣ ସଦସ୍ୟ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ସାମିଲ ଥିଲେ। ୪ର୍ଥ ଥର ଲାଗି ଲୋକ ସଭା ସଦସ୍ୟ ଭାବେ ଶପଥ ନେଇ ସାରିବା ପରେ ସେଠାରେ ଥିବା ରେଜିଷ୍ଟରରେ ସେ ଦସ୍ତଖତ କରିବାକୁ ଭୁଲି ଯାଇଥିଲେ। ଏହାପରେ ସେ ସିଧା ତାଙ୍କ ଆସନ ନିକଟକୁ ଯାଉଥିବା ବେଳେ କେତେଜଣ ଅଧିକାରୀ ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ଅନ୍ୟ ଏପ୍‌ପିମାନେ ତାଙ୍କୁ ଦସ୍ତଖତ କରିବାକୁ ମନେ ପକାଇବାରୁ ସେ ଫେରିଆସି ପୁଣି ରେଡିଷ୍ଟରରେ ଦସ୍ତଖତ କରିଥିଲେ। ତେବେ ରାହୁଲଙ୍କ ଏହି ଭୁଲାପଣ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ କିଲୋ ଗୋବର କିଣିଲେ ମୁଖ୍ୟମନ୍ତ୍ରୀ

ରାୟପୁର, ୨୧।୭: ଛତିଶଗଡ଼ ସରକାରଙ୍କ ପକ୍ଷରୁ ଗୋଧନ ନ୍ୟାୟ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନା ଦ୍ୱାରା ଚାଷୀଙ୍କ ବିକାଶ ସମ୍ଭବ ହୋଇପାରିବ l ଯୋଜନା...

ମାନ ଅଭିମାନ ଶେଷ: ରାଜସ୍ଥାନରୁ ଉଭେଇଲା ରାଜନୈତିକ ଝଡ଼

ଜୟପୁର, ୧୨।୮: ଗତ କିିଛି ଦିନ ଧରି କଂଗ୍ରେସ ଶାସିତ ରାଜସ୍ଥାନ ସରକାରଙ୍କ ଘର କଳିର ଅନ୍ତ ଘଟିଛି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ...

କଂଗ୍ରେସ ଅଧ୍ୟକ୍ଷ ସୋମେନ ମିତ୍ରଙ୍କ ପରଲୋକ

କୋଲାକାତା,୩୦।୭: ପଶ୍ଚିମବଙ୍ଗ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ସୋମେନ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଛି। ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ବେଳେ...

ଭାରତ-ପାକ୍‌ ସୀମାରେ ୪ ଆଣ୍ଟି ଟ୍ୟାଙ୍କ ମାଇନ୍ସ ଜବତ

ଜୟପୁର,୨୩।୧୨: ରାଜସ୍ଥାନ ଜୈସଲମେର ନିକଟ ଭାରତ-ପାକିସ୍ତାନ ସୀମାରେ ୪ଆଣ୍ଟି ଟ୍ୟାଙ୍କ ମାଇନ୍ସ ଜବତ ହୋଇଛି। ସୋମବାର ଲୋଙ୍ଗଓ୍ବୋଲ ସୀମାରେ ଓଏନ୍‌ଜିସି ତୈଳ ଓ ଗ୍ୟାସ ପଦାର୍ଥ...

ସାନିଟାଇଜର ସ୍ପ୍ରେ କରିବ ରୋବୋ

ନୂଆଦିଲ୍ଲୀ ,୩୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏଥିଲାଗି ସାମାଜିକ ଦୂରତା ସହିତ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ...

‘ନିଖୋଜ ଏମ୍‌ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି

ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍‌ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି...

ଆଇଆଇଟି ମାଡ୍ରାସ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ମିରଣ୍ଡା ହାଉସ ଶ୍ରେଷ୍ଠ କଲେଜ

ବେଙ୍ଗାଲୁର, ୧୧।୬: ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଆଇଆଇଟି ମାଡ୍ରାସ ପ୍ରଥମ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ସ୍ଥାନରେ ବେଙ୍ଗାଲୁରର ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ୍‌...

ଭୂମି ପୂଜନରେ କରୋନା ନେଗେଟିଭ୍‌ ଅତିଥି ହେବେ ସାମିଲ୍‌

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅତିଥିଙ୍କ ପାଖକୁ ନିମନ୍ତ୍ରଣ କାର୍ଡ ପଠାଯାଇଛି। ତେବେ...

Advertisement


Archives

Model This Week

Why Dharitri