ଶପଥ ନେଲେ ସରପଞ୍ଚ: ‘ନିଜେ ବାହାରୁ ଆସିଥିବା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବୁ’

ଶେରଗଡ଼, ୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଭିଡିଓ କନଫେରନ୍ସି ହଲ୍‌ରେ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚମାନେ ଏକ ଶପଥ ନେଇଛନ୍ତି। ସରପଞ୍ଚ ଭାବେ ନିଜେ ପଞ୍ଚାୟତକୁ ଫେରିଥିବା ଶ୍ରମିକମାନଙ୍କୁ ନେଇ ଗ୍ରାମ ପଞ୍ଚାୟତଗୁଡ଼ିକରେ ଖୋଲାଯାଇଥିବା କ୍ୱାରାଣ୍ଟାଇନ୍‌ ଗୃହରେ ରଖିବୁ । ସେମାନଙ୍କ ରହିବା, ଖାଇବା ବ୍ୟବସ୍ଥା କରିବୁ। ସେମାନଙ୍କ ଉଚିତ ବ୍ୟବସ୍ଥା କରିବାରେ ସହଯୋଗ କରିବୁ। ଆଜିଠାରୁ ମୋ ପଞ୍ଚାୟତରେ କେହି ଆସି ପହଁଚିଲେ ମୁଁ ସେମାନଙ୍କ ପଞ୍ଜିକରଣ କରାଇ କ୍ୱାରାଣ୍ଟାଇନ୍‌ରେ ରଖିବାର ସହଯୋଗ କରିବୁ ବୋଲି ସରପଞ୍ଚମାନେ ଶପଥ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଶପଥ ପାଠ କରାଇଥିଲେ। ଉକ୍ତ ସମୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପଞ୍ଚାୟତର ସରପଞ୍ଚମାନେ ଜିଲାପାଳ କ୍ଷମତା ସହ କୋଭିଡ ୧୯ ମୁକାବିଲା କରିବାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ଭିଡିଓ କନଫେରନ୍ସି କୁହାଯାଇଥିଲା। ଉକ୍ତ ଶପଥ ପାଠ ଉତ୍ସବରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା ସମେତ ସମସ୍ତ ସରପଞ୍ଚ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ମେଢ଼ରେ ଝଲସିବେ ଗଣେଶ

କେନ୍ଦୁଝର, ୧।୯-ଆସନ୍ତା ସୋମବାର ଗଣେଶ ପୂଜା ଆରମ୍ଭ ା ଏଥି ପାଇଁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଛି ା କେନ୍ଦୁଝର ଡିଏଫଓ ଅଫିସରେ ମଧ୍ୟ ପ୍ରତିବର୍ଷ...

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ...

ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା

ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି...

ଚାପ ଖେଳ ବେଳେ ବୁଡିଗଲେ ଲଡୁବାବା

ନୟାଗଡ଼ ଅଫିସ,୨୪।୫: ନୟାଗଡ଼ ଜିଲା ଶରଣକୂଳସ୍ଥିତ ଶୈବପୀଠ ଲଡୁବାବାଙ୍କର ଚାପ ଖେଳ ବେଳେ ସୋମବାର ରାତିରେ ଡଙ୍ଗା ଓଲଟି ପଡିଛି। ଡଙ୍ଗା ଓଲଟି ପଡିବାରୁ ଲଡୁବାବାଙ୍କ...

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ...

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା...

ପୋଖରୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ତିହିଡ଼ି, ୨୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ପଞ୍ଚାୟତ ରାଢ଼ଙ୍ଗ ଗ୍ରାମର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଶୁକ୍ରବାର ପୋଲିସ...

Advertisement
Archives

Model This Week