Posted inଜାତୀୟ

ଶପଥ ନେଲେ ହିମାଚଳ ରାଜ୍ୟପାଳ

ଶିମ୍‌ଲା,୧୨ା୯(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ବନ୍ଦାରୁ ଦତ୍ତାତ୍ରେୟ ବୁଧବାର ହିମାଚଳ ପ୍ରଦେଶର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଧରମଚାନ୍ଦ୍‌ ଚୌଧରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ୭୨ ବର୍ଷୀୟ ଦତ୍ତାତ୍ରେୟ ମୋଦି ସରକାରଙ୍କ ପ୍ରଥମ ପାଳିରେ ଶ୍ରମ ଓ ନିୟୋଜନ ମନ୍ତ୍ରୀ ଥିବାବେଳେ ପୂର୍ବରୁ ବାଜପେୟୀ ସରକାରଙ୍କ କ୍ୟାବିନେଟରେ ମଧ୍ୟ ସାମିଲ ଥିଲେ। ପୂର୍ବରୁ ହିମାଚଳ ପ୍ରଦେଶ ରାଜ୍ୟପାଳ ଥିବା କାଲରାଜ ମିଶ୍ରଙ୍କୁ ରାଜସ୍ଥାନ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିବାବେଳେ ତାଙ୍କ ସ୍ଥାନରେ ଦତ୍ତାତ୍ରେୟଙ୍କୁ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ଆନ୍ଦୋଳନକୁ ଓହ୍ଲାଇଲେ ହିନ୍ଦୁରାଓ ହସ୍ପିଟାଲର ଡାକ୍ତର: ଓପିଡି ସେବା ବ୍ୟାହତ

ନୁଆଦିଲ୍ଲୀ,୧।୭: ରାଜଧାନୀ ଦିଲ୍ଲୀରେ ଥିବା ବାଡା ହିନ୍ଦୁରାଓ ହସ୍ପିଟାଲର ରେସିଡେନ୍ସ ଡାକ୍ତର ଆସୋସିଏସନ୍‌ର ସମସ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପୂରା ଦିନ ହସ୍ପିଟାଲର...

ବିଧାନସଭା ଯିବା ପୂର୍ବରୁ ମନ୍ଦିରକୁ ଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୯।୭: କର୍ନାଟକ ବିଧାନସଭାରେ ସୋମବାର ବହୁମତ ସାବ୍ୟସ୍ତ କରିବ ଭାଜପା। ସେଥିପାଇଁ ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ପ୍ରଭୁଙ୍କ କରୁଣା ଭିକ୍ଷା କରିଛନ୍ତି। ସକାଳୁ...

ଏହି ମନ୍ତ୍ରଣାଳୟ ସମ୍ଭାଳିବେ ରାହୁଲଙ୍କ ପୂର୍ବତନ ଘନିଷ୍ଠ ସିନ୍ଧିଆ

ନୂଆଦିଲ୍ଲୀ,୭।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପୂର୍ବତନ ଘନିଷ୍ଠ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବିମାନ ଚଳାଚଳ ମନ୍ତ୍ରଣାଳୟ। ପୂର୍ବରୁ ଏହି ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ହର୍ଦୀପ...

ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର...

ମହିଳାଙ୍କୁ ମିଳିବ ନାଇଟ ଶିଫ୍ଟ କରିବାକୁ ଅନୁମତି, ବିଧାନସଭାରେ ବିଧେୟକ ପାରିତ …

ବେଙ୍ଗାଲୁରୁ,୨୩।୨ : କର୍ନାଟକର ମହିଳାମାନେ ଶୀଘ୍ର ରାତ୍ରି ଶିଫ୍ଟରେ ମଧ୍ୟ କାରଖାନାଗୁଡ଼ିକରେ କାମ କରିପାରିବେ। ଏହା ସହ ଜଡିତ ଏକ ବିଲ କର୍ନାଟକ ବିଧାନସଭାରେ ଅନୁମୋଦନ...

‘ନେହରୁଙ୍କ ନୀତିରେ ତ୍ରୁଟି ଥାଇପାରେ, ଉଦ୍ଦେଶ୍ୟରେ ନୁହେଁ’

ଶ୍ରୀନଗର,୨୪।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।...

ସକ୍ରିୟ ମାମଲା ୯୭ ହଜାର ତଳେ…

ନୂଆଦିଲ୍ଲୀ, ୨୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

Advertisement
Archives

Model This Week