ଶପିଂ କରିବା ପୂର୍ବରୁ

ପ୍ରଥମେ ଲିଷ୍ଟ କରନ୍ତୁ: ସବୁବେଳେ ମନେରଖନ୍ତୁ ଯେତେବେଳେ ଆପଣ ଶପିଂ କରିବାକୁ ଯାଉଛନ୍ତି ପ୍ରଥମେ ଲିଷ୍ଟ କରନ୍ତୁ କ’ଣ କିଣିବେ। କାହିଁକି ନା ଆପଣ ମାର୍କେଟ ଯାଇ କିଛି ଭୁଲିଯାଇପାରନ୍ତି। ଶପିଂ ଲିଷ୍ଟ ଆପଣଙ୍କ ସମୟକୁ ବଞ୍ଚାଇପାରେ। ଆପଣଙ୍କୁ ପ୍ରଥମରୁ ଜଣାଥିବ ଯେ କ’ଣ କିଣିବାର ଅଛି, ସେଥିଲାଗି ଆପଣ ଯାଇ ସିଧା ପହଞ୍ଚତ୍ବେ ଆପଣଙ୍କ ଦରକାର ଜିନିଷ ପାଖରେ। କପଡ଼ା ସେଇ ରଙ୍ଗର କିଣନ୍ତୁ, ଯାହାକୁ ଆପଣ ପିନ୍ଧିଲେ ଆହୁରି ସୁନ୍ଦର ଦେଖାଯିବେ। ଏହି କଥା ଧ୍ୟାନ ରଖନ୍ତୁ ଯେ, ଗୋଟିଏ ରଙ୍ଗ ସବୁବେଳେ ସମସ୍ତଙ୍କୁ ସୁଟ୍‌ କରି ନ ଥାଏ। ଏଥିଲାଗି ନିଜ ସ୍କିନ୍‌ କଲର ହିସାବରେ କପଡ଼ା ଚୟନ କରନ୍ତୁ।
ହଡ଼ବଡ଼ରେ କେବେ ବି କରନ୍ତୁନି ଶପିଂ: କିଛି ବି କିଣିବା ପୂର୍ବରୁ ତାକୁ ଥରେ ଚେକ୍‌ କରିନିଅନ୍ତୁ। ଯେଉଁ ଜିନିଷ ଆପଣ କିଣୁଛନ୍ତି ତାହା ଠିକ୍‌ ତ? ଏହା ଆପଣଙ୍କ ସବୁଠୁ ଭୁଲ୍‌ ହୋଇପାରେ। ଶପିଂ କେବେ ବି ଜଲ୍‌ଦି କରିବା କଥା ନୁହେଁ। କପଡ଼ା କିଣିବା ସମୟରେ ଓଲଟାଇ ଦେଖନ୍ତୁ ଯେ ଉପରେ ଯେଉଁ ପ୍ରିଣ୍ଟ ଅଛି ତାହା ଭିତରେ ଦେଖାଯାଉଛି ତ? ଯଦି ହଁ, ତେବେ ଏଥିରେ କଲର ଛାଡିବ ନାହିଁ। ଏହା ବ୍ୟତୀତ କଟନ୍‌ କଲରଫୁଲ୍‌ କପଡ଼ାକୁ ତା’ର ପ୍ରଥମ ଧୂଆ ପୂର୍ବରୁ ଲୁଣପାଣିରେ ବୁଡ଼ାଇ ରଖିଦିଅନ୍ତୁ, ଯାହାଫଳରେ କପଡ଼ାରୁ ବାରମ୍ବାର କଲର ଛାଡ଼ିବନି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri