Posted inଜାତୀୟ

ଶରଜିଲ୍‌ଙ୍କ ପରିବାରକୁ ମିଳୁଛି ଧମକ

ପାଟନା,୨୭।୧: ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର କୁହାଯାଉଥିବା ତଥା ଆପତ୍ତିଜନକ ବୟାନ ଦେଉଥିବା ଶରଜିଲ୍‌ ଇମାମାଙ୍କ ପୈତୃକ ବାସଭବନରେ ଚଢାଉ କରାଯାଇଛି। ଏହାପରେ ଏମିତି ଏକ ବୟାନ ସାମ୍ନାକୁ ଆସିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟି ଯାଇଛି। ଶରଜିଲ୍‌ଙ୍କ ମା’ ଅଫଶା ରହିମ ଏକ ବୟାନରେ କହିଛନ୍ତି ପୋଲିସ ତାଙ୍କୁ ହଇରାଣ କରୁଛି। ଏହାସହ ପୁଅ ଶରଜିଲ୍‌ଙ୍କ କଥାକୁ ଗଣମାଧ୍ୟମରେ ଓଲଟାସିଧା ଭାବେ ଉପସ୍ଥାପନ କରାଯାଉଛି। ଏହାକୁ ନେଇ ତାଙ୍କ ପରିବାରକୁ ବାରମ୍ବାର ଧମକ ମଧ୍ୟ ଦିଆଯିବା ସହ ଦୁର୍ବବ୍ୟହାର କରାଯାଉଛି। ସେ କହିଛନ୍ତି ତାଙ୍କର ଆଇନ ଉପରେ ଭରସା ଅଛି ହେଲେ ସେ ଦାବି କରିଛନ୍ତି ପୋଲିସ ଏଭଳି କାମ ନ କରୁ ଯେଉଁଥିରେ ତାଙ୍କ ପରିବାର ଅସୁବିଧାର ସମ୍ମୁଖୀନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ଯାତ୍ରା କଲେ ରାହୁଲ

ନୂଆଦିଲ୍ଲୀ,୨୩।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀରୁ ଏକ ଟ୍ରକ୍‌ରେ ଚଣ୍ଡିଗଡ଼ ଅଭିମୁଖେ ଯାତ୍ରା କରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ...

ବହୁମତ ଦେଇଥିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୩୧ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବହୁମତ ପାଇବା ସହ ଦ୍ୱିତୀୟ ପର୍ଯ୍ୟାୟ ସରକାର ଗଠନ କରିଥିଲେ। ଏହି ସରକାର ଉପରେ ଜନସାଧାରଣଙ୍କର...

ମୃତକ ଲଢୁଛନ୍ତି ନିର୍ବାଚନ

ଆଜମଗଡ଼,୧୪ ।୨: ବର୍ଷ ବର୍ଷ ଧରି ରାଜସ୍ୱ ରେକର୍ଡରେ ମୃତ ଘୋଷିତ ହୋଇଥିବା ଲାଲ ବିହାରୀ ଏବେ ଆଜମଗଡ଼ ଜିଲାର ମୁବାରକପୁର ଆସନରୁ ଉତ୍ତର ପ୍ରଦେଶ...

ଦାମ୍ପତ୍ୟ ସମ୍ପର୍କକୁ ପ୍ରଭାବିତ କରୁଛି ସ୍ମାର୍ଟ ଫୋନ୍‌

ନୂଆଦିଲ୍ଲୀ, ୧୩।୧୨:ଦୂରରେ ରହୁଥିବା ପ୍ରିୟଜନମାନଙ୍କୁ ଫୋନ୍‌ ନିକଟତର କରିପାରିଛି। ଏହା ସାହାଯ୍ୟରେ ଲୋକେ ନିଜ ସମ୍ପର୍କୀୟଙ୍କ ସହିତ କଥା ହେବା ସାଙ୍ଗକୁ ଭିଡିଓ କଲ୍‌ ଯୋଗେ...

ପୂର୍ବତନ ବାଚସ୍ପତିଙ୍କୁ ମୃତ୍ୟୁ ଘୋଷଣା କଲେ ଶଶି ଥରୁର, ବିରୋଧ ପରେ ହଟାଇଲେ ଟୁଇଟ୍‌

ନୂଆଦିଲ୍ଲୀ,୨୩।୪: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶଶି ଥରୁର ଗୁରୁବାର ଲୋକ ସଭାର ପୂର୍ବତନ ବାଚସ୍ପତି ସୁମିତ୍ରା ମହାଜନଙ୍କ ଦେହାନ୍ତ ସମ୍ପର୍କରେ ଏକ...

ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ...

୧୩ ବର୍ଷ ପୂର୍ବେ ଦୁର୍ଘଟଣାର ଶିକାର ହୋଇଥିବାରୁ ମୁଣ୍ଡରେ ଲାଗିଥିଲା ଗଭିର ଆଘାତ

ନୂଆଦିଲ୍ଲୀ,୧୩।୮: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଦୁଇଦିନ ତଳେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ଜଣାପଡିଥିଲା। ଏବେ ଦିଲ୍ଲୀର ଏକ ହସ୍ପିଟାଲରେ...

ଧନତେରସରେ ଘରକୁ ଆଣନ୍ତୁ ନାହିଁ ଏସବୁ ଜିନିଷ

ଧନତେରସରେ ବିଭିନ୍ନ ଜିନିଷ କିଣାକିଣି କଲେ ଘରକୁ ଲକ୍ଷ୍ମୀ ଆସିଥାଆନ୍ତି ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଲୋକେ ସୁନାରୂପା କିଣିବାର ବିଧି ରହିଛି। ହେଲେ ଏବେ...

Advertisement
Archives

Model This Week