ଶରଧାପୁରରେ ଅଗ୍ନିକାଣ୍ଡ, ୧୪ ବଖରା ଜଳିଗଲା

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମ ମଝିସାହିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗି ୮ ପରିବାରର ୧୪ ବଖରା ପୋଡି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତମାନେ ହେଲେ ଗ୍ରାମର କମଳ ଲୋଚନ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ହରିଶ୍ଚନ୍ଦ୍ର ପ୍ରଧାନ, ହରି ପ୍ରଧାନ, କବିରାଜ ପ୍ରଧାନ, ଜଟିଆ ପ୍ରଧାନ, ରବି ଗୌଡ଼ ଓ ପୀତବାସ ଗୌଡ଼। ଧରାକୋଟ ଅଗ୍ନିଶମ ଅଧିକାରୀ ବିନୋଦ ରାଉତ ସଦଳବଳ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ତହସିଲଦାର ଗଦାଧର ପାତ୍ର ୫ଦିନ ପାଇଁ ଖାଦ୍ୟ, ପଲିଥିନ ଅଗ୍ନିବିପନ୍ନ ପରିବାରଙ୍କୁ ପ୍ରଦାନ କରିଥିଲେ ଏବଂ ସରକାରୀ ନିୟମ ପ୍ରକାରେ ବିପନ୍ନଙ୍କୁ ସମସ୍ତ ସହାୟତା ଦିଆଯିବ ବୋଲି କହିଥିଲେ। ବିପନ୍ନ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ଘର ପୋଡିଯିବା ପରେ ସର୍ବସ୍ବାନ୍ତ ହୋଇପଡ଼ିଛନ୍ତି। ତୁରନ୍ତ ସରକାରୀ ଯୋଜନାରେ ଆର୍ଥିକ ସହାୟତା ସହ ଗୃହ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କା କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନାୟନ ମାଧ୍ୟମରେ ଜୀବିକା ନିର୍ବାହ ପନ୍ଥା ବୃଦ୍ଧି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ବନାୟନ ମାଧ୍ୟମରେ ରାଜ୍ୟରେ ଜୀବିକା ନିର୍ବାହ ପନ୍ଥା ବୃଦ୍ଧି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ...

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ...

ଅନାଥାଶ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍‌ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

ନେତ୍ରୋତ୍ସବ ଦର୍ଶନ ନୀତି ନିର୍ଘଣ୍ଟ

ଚକା ଅପସର ମଧ୍ୟାହ୍ନ ୧୨ଟା ୧୫ ମଙ୍ଗଳ ଆଳତି ୧୨ଟା ୩୦ ଦଶାବତାର ଠାକୁରଙ୍କ ବାହୁଡ଼ା ବିଜେ ଅପରାହ୍ନ ୧ଟା ୩୦ ତାଟି ଫିଟିବା ଅପରାହ୍ନ...

ଶେଷ ସପ୍ତାହରେ ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର, ୫।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ସୋମବାର...

ମହାନଦୀ ବିବାଦ: ସତ୍ୟପାଠ ଦାଖଲ କଲା ଓଡ଼ିଶା

ନୂଆଦିଲ୍ଲୀ,୩।୫: ମହାନଦୀ ଜଳ ବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗିରହିଥିବାବେଳେ ରାଜ୍ୟ ସରକାର ସୋମବାର ମହାନଦୀ ଜଳବିବାଦ ଟ୍ରବ୍ୟୁନାଲରେ ପ୍ରଥମ ସାକ୍ଷୀ...

ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍‌ କୀଟନାଶକ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ।...

Advertisement
Archives

Model This Week