ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।
ନବ ଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ ପରେ ପରେ ଦେବୀ ସୂଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଗଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri