ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ, କାହାଳୀ ନାଦରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥକୁ ଟାଣିନେଇଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩...

‘ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି’

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଆକ୍ଟିଭ୍‌...

ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଖଜୁରିପଡା,୨୯ା୬(ଡି.ଏନ୍‌.ଏ.): ଖଜୁରିପଡା ବ୍ଲକ ଢାଡମେରୁ ଗ୍ରାମଛକ ୧୫୭ନଂ. ଜାତୀୟ ରାଜପଥ ନିକଟରେ ଶନିବାର ସକାଳେ ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଡ୍ରୁକୁମ୍ପା...

ଗାଁକୁ ପଶିଲା ଦନ୍ତା

ରୂପସା,୯।୬( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ...

ନିଶା ବେପାରୀଙ୍କୁ କଠୋର ଦଣ୍ଡ ମିଳୁ: ହାଇକୋର୍ଟ

କଟକ ଅଫିସ,୨୧।୮: ଗତ ଦଶ ବର୍ଷ ଭିତରେ ଦେଶରେ ନିଶା ବେପାର ବହୁଗୁଣରେ ବଢ଼ିଯାଇଛି। ନିଶା କାରବାରକୁ ରୋକିବା ପାଇଁ ଏନ୍‌ଡିପିଏସ୍‌ ଆକ୍ଟ ରହିଛି। ତଥାପି...

ଭଦ୍ରକ, ବାଲେଶ୍ୱର, ଯାଜପୁରରେ ୬୦ଘଣ୍ଟିଆ ଶଟ୍‌ଡାଉନ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ କାରୋନା(କୋଭିଡ୍‌-୧୯) ସ୍ଥିତି ବେଳକୁବେଳ ଜଟିଳ ହେବାରେ ଲାଗିଛି। ଭୁବନେଶ୍ୱର ପରେ ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି...

ଷ୍ଟେଶନ ଲିଭ୍‌ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ

ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍‌ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ...

ମାସ୍କ ସମ୍ପୂର୍ଣ୍ଣ ହଟାଇବା ଉଚିତ ନୁହେଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୪।୪(ବ୍ୟୁରୋ): ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’ ଅଧିକ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଏହା ଓମିକ୍ରନର ସବ୍‌ ଭାରିଆଣ୍ଟ ଓ ଅତି...

Advertisement
Archives

Model This Week