Posted inଖେଳ

ଶରନ-ଏର୍ଲିଚଙ୍କ ବିଦାୟ

ଲସ୍‌ କାବୋସ(ମେକ୍ସିକୋ),୩।୮(ପି.ଟି.)- ଭାରତର ଡିଭିଜ ଶରନ ଓ ତାଙ୍କ ସାଥୀ ଜୋନାଥନ ଏର୍ଲିଚ ଏଠାରେ ଚାଲିଥିବା ଏଟିପି ୨୫୦ ଲସ୍‌ କାବୋସ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶରନ ଓ ଏର୍ଲିଚ ୨-୬, ୬-୩, ୩-୧୦ ସେଟ୍‌ରେ ଡୋମିନିକ ଇଙ୍ଗଲଟ ଓ ଅଷ୍ଟିନ କ୍ରାଜିକଙ୍କଠାରୁ ପରାଜୟବରଣ କରିଛନ୍ତି। ଏହି ମ୍ୟାଚ୍‌ରେ ଇଣ୍ଡୋ-ଇସ୍ରାଏଲ ଖେଳାଳି ଏକଘଣ୍ଟା ୨୦ ମିନିଟ୍‌ ଧରି ସଂଘର୍ଷ କରିବା ସତ୍ତ୍ୱେ ପରାସ୍ତ ହୋଇଥିଲେ। ପ୍ରଥମ ସେଟ୍‌ ହାରିବା ପରେ ଅଣସିଡ୍‌ ଶରନ ଓ ଏର୍ଲିଚ ଦ୍ୱିତୀୟ ସେଟ୍‌ ମ୍ୟାଚ୍‌କୁ ଫେରିଥିଲେ। ଏହାପରେ ଟପ୍‌ ସିଡ୍‌ ବ୍ରିଟିଶ-ଆମେରିକା ଯୋଡ଼ି ସୁପର ଟାଇବ୍ରେକରକୁ ସହଜରେ ଜିତିବା ସହ ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri