ଶରୀର ପାଇଁ ବେଶ୍‌ ଉପକାରୀ ସଢା କଦଳୀ

କଦଳୀ ସାମାନ୍ୟ ସଢ଼ି ଆସିଲେ ତାକୁ ଲୋକେ ଫିଙ୍ଗିଦିଅନ୍ତି। କିନ୍ତୁ ଜାଣନ୍ତି ଏହି ସଢ଼ା କଦଳୀ ଶରୀର ପାଇଁ ବେଶ୍‌ ଉପକାରୀ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଧ୍ୟ ଏହାକୁ ସବୁଜ ସଂକେତ ଦିଆଯାଇଛି। କଦଳୀରେ ପୋଟାସିୟମ୍‌ ଏବଂ ଭିଟାମିନ୍‌ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଥାଏ, ଯାହା ଶରୀର ପାଇଁ ଅତ୍ୟନ୍ତ ଜରୁରୀ। ସାଧାରଣତଃ କଦଳୀ ସଢ଼ି ଆସିଲା ବେଳକୁ ଏହା ଉପରେ କଳା ଏବଂ ମାଟିଆ ରଙ୍ଗର ଦାଗ ଦେଖାଯାଏ। ଯାହାକୁ ଅସ୍ବାସ୍ଥ୍ୟକର ଭାବି ସମସ୍ତେ ଫିଙ୍ଗିଦିଅନ୍ତି। କିନ୍ତୁ ୟୁନାଇଟେଡ୍‌ ନେସନ୍‌ର ଏକ ସଂସ୍ଥାପ ଇଣ୍ଟରନ୍ୟାସନାଲ୍‌ ଫଣ୍ଡ ଫର୍‌ ଏଗ୍ରିକଲଚର୍‌ ଡେଭଲପ୍‌ମେଣ୍ଟ (ଆଇଏଫ୍‌ଏଡି) ସଢ଼ା କଦଳୀର ଚମତ୍କାରୀ ଗୁଣ ସମ୍ପର୍କରେ ପ୍ରକାଶ କରିଛନ୍ତି। ଆଇଏଫ୍‌ଏଡି ମତରେ, ସଢ଼ା କଦଳୀରେ ଟ୍ରିପ୍ଟେଫାନ୍‌ ପ୍ରଚୁର ମାତ୍ରାରେ ଥାଏ। ଏହା ଅବସାଦ ଏବଂ ଭୟକୁ କମ୍‌ କରିଥାଏ। ଏହାବ୍ୟତୀତ ସଢ଼ା କଦଳୀ ପୋଷକ ତ୍ବର ଗନ୍ତାଘର। ତେଣୁ ଏହାକୁ ପାଉଁରୁଟି କିମ୍ବା ମିଲ୍କସେକ୍‌ ତିଆରି ପାଇଁ ବ୍ୟବହାର କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର ବିଶ୍ୱବିଦ୍ୟାଳୟରେ ପ୍ରଥମ ମହିଳା କୁଳପତି

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଗୁରୁବାର ହୋମ୍‌ ସାଇନ୍ସ ବିଭାଗର ପ୍ରୋଫେସର ଡା. ନିଲୋଫର ଖାନ୍‌ଙ୍କୁ କଶ୍ମୀର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତି...

ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି।...

ଅତି ଭୀଷଣ ସାମୁଦ୍ରିକ ଝଡ଼ ରୂପ ନେଲା ତଉକ୍‌ତାଏ

ମୁମ୍ବାଇ/ବେଙ୍ଗାଲୁରୁ/ଥିରୁଭାନନ୍ଥପୁରମ୍‌, ୧୭।୫: ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତଉକତାଏ ରବିବାର ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି।...

ଅଯୋଧ୍ୟା ଉତ୍ସବ ମୁଖର

ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର...

ପୁଣି ଆସାମରେ ଭୂକମ୍ପ ଝଟ୍‌କା

ଗୁଆହାଟି,୧୦।୫: ଆସାମରେ ପୁଣି ଥରେ ଭୂକମ୍ପ ଝଟ୍‌କା ଲାଗିଛି। ଏଥର ନାଗାଓଁରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା।...

ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି

ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି...

ପିଏମ୍‌-କେୟାର୍ସର ହିସାବ କେହି ମାଗି ପାରିବେ ନାହିଁ

ନୂଆଦିଲ୍ଲୀ,୨୩ା୯: ଜରୁରିକାଳୀନ ସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଏବଂ ରିଲିଫ୍‌ ଫଣ୍ଡ୍‌ ବା ପିଏମ୍‌-କେୟାର୍ସ ପାଣ୍ଠି ସରକାରୀ ଅର୍ଥ ନୁହେଁ। ଏହା ଦ୍ୱାରା ସଂଗୃହୀତ ଅର୍ଥ...

କୋଭିଡ-୧୯: ଏସିପି ଅନିଲ କୋହଲିଙ୍କ ପରଲୋକ

ଚଣ୍ଡିଗଡ଼,୧୮।୪: ପଞ୍ଜାବରେ ବେଳକୁ ବେଳ କରୋନା ଭାଇରସ ସଂକ୍ରମଣ ବଢିବାରେ ଲାଗିଛି। ଶନିବାର ଲୁଧିଆନାର ଆସିଷ୍ଟାଣ୍ଡ କମିଶନର ଅଫ୍‌ ପୋଲିସ ଅନିଲ କୋହଲିଙ୍କର କରୋନା ସଂକ୍ରମଣରେ...

Advertisement
Archives

Model This Week