ଶରୀର ପାଇଁ ବେଶ୍‌ ଉପକାରୀ ସଢା କଦଳୀ

କଦଳୀ ସାମାନ୍ୟ ସଢ଼ି ଆସିଲେ ତାକୁ ଲୋକେ ଫିଙ୍ଗିଦିଅନ୍ତି। କିନ୍ତୁ ଜାଣନ୍ତି ଏହି ସଢ଼ା କଦଳୀ ଶରୀର ପାଇଁ ବେଶ୍‌ ଉପକାରୀ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଧ୍ୟ ଏହାକୁ ସବୁଜ ସଂକେତ ଦିଆଯାଇଛି। କଦଳୀରେ ପୋଟାସିୟମ୍‌ ଏବଂ ଭିଟାମିନ୍‌ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଥାଏ, ଯାହା ଶରୀର ପାଇଁ ଅତ୍ୟନ୍ତ ଜରୁରୀ। ସାଧାରଣତଃ କଦଳୀ ସଢ଼ି ଆସିଲା ବେଳକୁ ଏହା ଉପରେ କଳା ଏବଂ ମାଟିଆ ରଙ୍ଗର ଦାଗ ଦେଖାଯାଏ। ଯାହାକୁ ଅସ୍ବାସ୍ଥ୍ୟକର ଭାବି ସମସ୍ତେ ଫିଙ୍ଗିଦିଅନ୍ତି। କିନ୍ତୁ ୟୁନାଇଟେଡ୍‌ ନେସନ୍‌ର ଏକ ସଂସ୍ଥାପ ଇଣ୍ଟରନ୍ୟାସନାଲ୍‌ ଫଣ୍ଡ ଫର୍‌ ଏଗ୍ରିକଲଚର୍‌ ଡେଭଲପ୍‌ମେଣ୍ଟ (ଆଇଏଫ୍‌ଏଡି) ସଢ଼ା କଦଳୀର ଚମତ୍କାରୀ ଗୁଣ ସମ୍ପର୍କରେ ପ୍ରକାଶ କରିଛନ୍ତି। ଆଇଏଫ୍‌ଏଡି ମତରେ, ସଢ଼ା କଦଳୀରେ ଟ୍ରିପ୍ଟେଫାନ୍‌ ପ୍ରଚୁର ମାତ୍ରାରେ ଥାଏ। ଏହା ଅବସାଦ ଏବଂ ଭୟକୁ କମ୍‌ କରିଥାଏ। ଏହାବ୍ୟତୀତ ସଢ଼ା କଦଳୀ ପୋଷକ ତ୍ବର ଗନ୍ତାଘର। ତେଣୁ ଏହାକୁ ପାଉଁରୁଟି କିମ୍ବା ମିଲ୍କସେକ୍‌ ତିଆରି ପାଇଁ ବ୍ୟବହାର କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri