ସାରା ଦେଶରେ ଭାଇ ଦୁଜ୍ ଧୁମଧାମରେ ପାଳନ କରାଯାଇନ୍ତି। ମନୋରଞ୍ଜନ ଜଗତର ସେଲିବ୍ରିଟିମାନେ ମଧ୍ୟ ଏହି ଉତ୍ସବ ପାଳନ କରିଥିଲେ। ଏହି ଅବସରରେ ବଲିଉଡ ଅଭିନେତା ସଲମାନ ଖାନ ମଧ୍ୟ ସୋସିଆଲ ମିଡିଆରେ ଭାଇ ଦୁଜ୍ ପାଇଁ ତାଙ୍କ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଇନ୍ଷ୍ଟାଗ୍ରାମରେ ସେ ନିଜର ଏକ କଳାଧଳା ଫଟୋ ଶେୟାର କରିଛନ୍ତି। ଫଟୋରେ ସଲ୍ଲୁ ଶର୍ଟଲେସ ନ ଥିବା ଦେଖିବାକୁ ମିଳିଥିଲା। ସେ ନିଜର ୬ ପ୍ୟାକ୍ ଦେଖାଇବା ସହ କଳା ଚଷମା ପିନ୍ଧି ଷ୍ଟାଇଲିସ ପୋଜ ଦେଇଥିଲେ। ସଲମାନଙ୍କ ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ଏହାକୁ ପସନ୍ଦ କରୁଛନ୍ତି।
ସଲମାନଙ୍କୁ ଖୁବ ଶୀଘ୍ର ‘କିସି କା ଭାଇ କିସି କି ଜାନ’ ଏବଂ ‘ଟାଇଗର’ ଭଳି ଫିଲ୍ମରେ ଦେଖିବାକୁ ମିଳିବ। ଫିଲ୍ମ ବ୍ୟତୀତ ସଲମାନ ‘ବିଗ ବସ ୧୬’ ମଧ୍ୟ ହୋଷ୍ଟ କରୁଛନ୍ତି।
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…
ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…
କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ
କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା…
ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ
ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ
ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…
Archives

