Posted inଜାତୀୟ

ଶର୍ଟସ୍‌ ପିନ୍ଧିଲେ ଇମାମ୍‌ବାଡ଼ାରେ ପ୍ରବେଶ ପାଇଁ ମିଳିବନି ଅନୁମତି

ଲକ୍ଷ୍ନୌ,୩୦।୬: ଏଣିକି ଶାଳୀନତା ପୂର୍ଣ୍ଣ ପୋଷାକ ପିନ୍ଧିଲେ ହିଁ ପର୍ଯ୍ୟଟକଙ୍କୁ ଲକ୍ଷ୍ନୌର ଇମାମ୍‌ବାଡ଼ାରେ ପ୍ରବେଶ ଅନୁମତି ମିଳିବ। କେତେକ ପର୍ଯ୍ୟଟକ ଶର୍ଟସ୍‌ ପିନ୍ଧି ଇମାମ୍‌ବାଡ଼ା ଦେଖିବାକୁ ଆସିଥାନ୍ତି। ତେବେ ଏନେଇ ଜିଲାପାଳ କୌଶଳ ରାଜ ଶର୍ମା ଏପରି ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଐତିହାସିକସ୍ଥଳରେ ମୁତୟନ ଥିବା ସୁରକ୍ଷାକର୍ମୀ ପର୍ଯ୍ୟଟକ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିଛନ୍ତି କି ନାହିଁ ତାହା ତଦାରଖ କରିବେ। ଏହାପରେ ପ୍ରବେଶ ଅନୁମତି ମିଳିବ। ଏହି ସ୍ମାରକର ପବିତ୍ରତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା କୁହାଯାଉଛି। ଏଠାରେ ପର୍ଯ୍ୟଟକ ଛୋଟ ପୋଷାକ ପିନ୍ଧି ବୁଲୁଥିବାରୁ ଏନେଇ କିଛି ସ୍ଥାନୀୟ ବାସିନ୍ଦା ତଥା ବୁଦ୍ଧିଜୀବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଥିଲେ। ଏହାଦ୍ୱାରା ଏହି ଐତିହାସିକ ସ୍ଥଳର ଗୁରୁତ୍ୱ ହ୍ରାସ ପାଉଥିବା ଚିଠିରେ ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ‘ଗୁଲାବ’ର ତାଣ୍ଡବ: ଶ୍ରୀକାକୁଲମରେ ମତ୍ସଜୀବି ନିଖୋଜ

ବିଶାଖାପାଟନମ,୨୭ ।୯: ବାତ୍ୟା ‘ଗୁଲାବ’ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ପରେ ଏବେ ଏହା ଦୁର୍ବଳ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଏହା...

ସଫଳ ହେଲା ‘ଅପରେଶନ ରାହୁଲ’

ରାୟପୁର,୧୪।୬: ଦୀର୍ଘ ୫ ଦିନ ଧରି ବୋରଓ୍ବେଲ୍‌ ଭିତରେ ଫସି ରହିଥିବା ୧୧ ବର୍ଷର ବାଳକ ରାହୁଲଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତାଙ୍କୁ ଉଦ୍ଧାର...

୭ ଦିନ ବନ୍ଦ ରହିବ ବ୍ୟାଙ୍କ୍‌, ଶୀଘ୍ର ସାରନ୍ତୁ କାମ

ନୂଆଦିଲ୍ଲୀ,୨୪।୩: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ତୁରନ୍ତ ଏହାକୁ ଶେଷ କରନ୍ତୁ । କାରଣ ମାର୍ଚ୍ଚ ୨୭ରୁ ଏପ୍ରିଲ...

ଜିଲାପାଳଙ୍କ ଗାଈ ଅସୁସ୍ଥ: ଚିକିତ୍ସା ପାଇଁ ୭ ଡାକ୍ତରଙ୍କୁ ନିର୍ଦ୍ଦେଶ

ଫତେହପୁର,୧୨।୬: ଉତ୍ତରପ୍ରେଦଶ ଫତେହପୁର ଜିଲାପାଳ ଅପୂର୍ବ ଦୁବେଙ୍କ ଗାଈ ଅସୁସ୍ଥ ହୋଇପଡିଛି। ଅସୁସ୍ଥ ଗାଈର ଯତ୍ନ ନେବା ପାଇଁ ଜିଲ୍ଲାପାଳ ୭ ଜଣ ସରକାରୀ ଡାକ୍ତରଙ୍କୁ...

ଜଙ୍ଗଲରୁ ମିଳିଥିବା ଅସ୍ଥି ଶ୍ରଦ୍ଧାଙ୍କର

ନୂଆଦିଲ୍ଲୀ, ୧୬।୧୨:ଦିଲ୍ଲୀ ମେହରୁଲି ଜଙ୍ଗଲରୁ ମିଳିଥିବା ହାଡ଼ ଶ୍ରଦ୍ଧା ଓ୍ବାଲକରଙ୍କର ବୋଲି ଡିଏନ୍‌ଏ ଟେଷ୍ଟ ରିପୋର୍ଟରୁ ଜଣାପଡ଼ିଛି। ଫ୍ଲାଟରୁ ମିଳିଥିବା ରକ୍ତ ଦାଗ ମଧ୍ୟ ଶ୍ରଦ୍ଧାଙ୍କର।...

ଆରମ୍ଭ ହୋଇଗଲାଣି ତୃତୀୟ ଲହର

ମୁମ୍ବାଇ, ୩୦।୧୨: କୋଭିଡ୍‌-୧୯ ମହାମାରୀର ତୃତୀୟ ଲହର ଦିଲ୍ଲୀ ଓ ମୁମ୍ବାଇରେ ଆରମ୍ଭ ହୋଇଯାଇଥିବା ମହାରାଷ୍ଟ୍ର କୋଭିଡ୍‌ ଟାସ୍କଫୋର୍ସର ଜଣେ ସଦସ୍ୟ କହିଛନ୍ତି। ଦିଲ୍ଲୀ, ମୁମ୍ବାଇର...

୨୦୨୩ ସୁଦ୍ଧା ନୂଆ ୭୫ ବନ୍ଦେ ଭାରତ ଏକ୍ସପ୍ରେସ୍‌

ନୂଆଦିଲ୍ଲୀ,୧୫ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ୭୫ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ...

କେଜରିୱାଲ ଗ୍ୟାରେଣ୍ଟି କାର୍ଡରେ ୧୦ ଲକ୍ଷ ଚାକିରି, ମାଗଣା ବିଜୁଳି, ମହିଳାଙ୍କୁ ମାଗଣା ବସ ସେବା

ଲକ୍ଷ୍ନୌ,୨୮ ।୧: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଆମ ଆଦମୀ ପାର୍ଟି(ଏଏପି) ତା’ର ଘୋଷଣା ପତ୍ର ଜାରି କରିଛି । ଏଥିରେ ୧୦ ଲକ୍ଷ ଚାକିରି,...

Advertisement
Archives

Model This Week