ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍‌ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ ଶୁଳ୍କକୁ ସରକାର ପ୍ରତ୍ୟାହାର କରିଛନ୍ତି। ସରକାରଙ୍କ ଏହି ଘୋଷଣା ପରେ ଟିଭି ପ୍ୟାନେଲ ମୂଲ୍ୟ ପ୍ରାୟ ୩% କମିବ। ଉଲ୍ଲେଖଥାଉ କି, ୬୦ରୁ ୬୫ ପର୍ଯ୍ୟନ୍ତ ଟିଭି ଦେଶରେ ନିର୍ମାଣ କରାଯାଉଛି। ଟିଭି ନିର୍ମାଣରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ହୋଇଥାଏ ଟିଭି ପ୍ୟାନେଲ। ଏହା ଟିଭିର ଉତ୍ପାଦନ ମୂଲ୍ୟର ୬୫ରୁ ୭୦ ପ୍ରତିଶତ ହୋଇଥାଏ। ଏଥିଯୋଗୁ ଏବେ ଗ୍ରାହକଙ୍କୁ ଶସ୍ତାରେ ଏଲ୍‌ଇଡି/ଏଲ୍‌ସିଡି ଟିଭି ମିଳିବ। ୩୨ ଇଞ୍ଚ ପର୍ଯ୍ୟନ୍ତ ଟିଭି ଉପରେ ୧୮% ଜିଏସ୍‌ଟି ଆଦାୟ କରାଯାଉଛି। ଏହାଠାରୁ ବଡ଼ ହୋଇଥିଲେ ୨୮% ଜିଏସ୍‌ଟି ଦେବାକୁ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri