ଶସ୍ତା ହେବ ଋଣ‌: ୩ମାସ କୋହଳ ହେଲା ଇଏମ୍‌ଆଇ

ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆରବିଆଇ) ରୋପୋ ରେଟ ହ୍ରାସ କରିବାକୁ ଘୋଷଣା କରିଛି। ଏହି ହ୍ରାସ ଦ୍ୱାରା ଆରବିଆଇର ରେପୋ ରେଟ ୪.୪୦ ପ୍ରତିଶତ ହ୍ରାସ ପାଇ ୪ପ୍ରତିଶତ ହୋଇଥିବା ଜଣାପଡ଼ିଛି। ଏଥିସହ ଋଣ କିସ୍ତି ଉପରେ ମଧ୍ୟ ୩ମାସ ରିହାତି ଦିଆଯାଇଛି। ଯଦି କୌଣସି ବ୍ୟକ୍ତି ଆସନ୍ତା ୩ମାସ ଯାଏଁ ଇଏମ୍‌ଆଇ ନ ଦିଅନ୍ତି, ତେବେ ବ୍ୟାଙ୍କ ତାଙ୍କ ଉପରେ ଚାପ ପକାଇପାରିବ ନାହିଁ। ଏହି ଇଏମ୍‌ଆଇକୁ ଜୁନ ୧ରୁ ଅଗଷ୍ଟ ୩୧ଯାଏ କୋହଳ କରାଯାଇଛି। ଏନେଇ ଆରବିଆଇର ଗଭର୍ନର ଶକ୍ତିକାନ୍ତ ଦାସ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୂଚନା ମୁତାବକ କରୋନା ମହାମାରୀ ଯୋଗୁ ବିଭିନ୍ନ ବ୍ୟବସାୟ ଉପରେ ପ୍ରଭାବ ପଡ଼ଥିବାରୁ ଲୋକଙ୍କ ସୁବିଧା ଓ ଦେଶର ଆର୍ଥିକକୁ ସୁଦୃଢ଼ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ତେବେ ପୂର୍ବରୁ ୩ମାସ ପାଇଁ ଇଏମ୍‌ଆଇ କୋହଳ କରାଯାଇଥିବା ବେଳେ ଏବେ ପୁଣି ୩ମାସ ଅବଧି ବୃଦ୍ଧି କରାଯାଇଛି। ଏହି ନୂଆ ନିୟମ ଯୋଗୁ ବ୍ୟାଙ୍କ ଋଣ ଶସ୍ତା ହେବ ବୋଲି ଶକ୍ତିକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri