Posted inଜାତୀୟ

ଶହୀଦଙ୍କ ପରିବାରଙ୍କୁ ୨୫ ଲକ୍ଷ ଟଙ୍କା ଓ ସରକାରୀ ଚାକିରି ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଓ ଜଣଙ୍କୁ ସରକାରୀ ଚାକିରି ଯୋଗାଇ ଦେବାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହାସହ ଯବାନଙ୍କ ସ୍ମୃତିରେ ଏକ ସଡ଼କର ନାମକରଣ ମଧ୍ୟ କରାଯିବ। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଗତ ବୁଧବାର ଆତଙ୍କବାଦୀଙ୍କ ଆକ୍ରମଣରେ ସିଆର୍‌ପିଏଫ୍‌ର ୨ ଏଏସ୍‌ଆଇ ସମେତ ୫ ଯବାନ ଶହୀଦ ହୋଇଥିଲେ। ଆତଙ୍କବାଦୀମାନେ ଏମାନଙ୍କ ଉପରକୁ ଆଖିବାଜା ଗୁଳି ସହ ଗ୍ରେନେଡ ମାଡ କରିଥିଲେ। ଏମାନଙ୍କ ମଧ୍ୟରେ ଥିଲେ ଉତ୍ତର ପ୍ରଦେଶର କେ. ସତେନ୍ଦ୍ର କୁମାର ଓ ମହେଶ କୁଶଓ୍ବାହ। ଏବେ ଏହି ଯବାନଙ୍କ ପରିବାରକୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଯୋଗୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ...

ତେଜସ୍‌ ଏକ୍ସ୍‌ପ୍ରେସ୍‌ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍‌ସିଟିସି ପକ୍ଷରୁ...

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ...

ହତ୍ୟାର ତୃତୀୟ କାରଣ ପ୍ରେମ

ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ...

ଟଙ୍କା ମାଗିବାରୁ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ନିସ୍ତୁକ ପିଟିଲେ ପୋଲିସ ବାବୁ: ଏସ୍‌ଏସ୍‌ପି ଦେଲେ ତଦନ୍ତ ନିର୍ଦ୍ଦେଶ

ନୋଏଡ଼ା,୨୩।୭: ଉତ୍ତରପ୍ରଦେଶରେ ସାଧାରଣ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ ହେଉଛି। ଏଠାରେ ଟଙ୍କା ମାଗିବାରୁ ଜଣେ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ଜଣେ ପୋଲିସ ବାବୁ ଏବଂ...

କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ, ପରିଣାମ ହେଲା ଏମିତି

ବିଜନୋର,୨୯।୭: ଉତ୍ତରପ୍ରଦେଶ ବିଜନୋରରେ କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ ହୋଇଛନ୍ତି। ବିବାଦ ଏତେ ବଢି ଯାଇଥିଲା ଯେ ଉଭୟ ପକ୍ଷ ଗୁଳି ବିନିମୟରେ...

ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି...

୫ ମୁଖ୍ୟମନ୍ତ୍ରୀଙ୍କ ସହ ରୁଷ ପହଞ୍ଚିଲେ ଯୋଗୀ

ନୂଆଦିଲ୍ଲୀ,୧୧।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୪ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଶନିବାର ସନ୍ଧ୍ୟାରେ ସେ ଯାତ୍ରା ଆରମ୍ଭ କରିଥିବା ବେଳେ ତାଙ୍କ...

Play 250+ Trending Games
Archives

Model This Week

Why Dharitri