ଶହୀଦନଗରରେ ଜଳିଗଲା ଅଟୋ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ ପଡ଼ିଥିଲେ। ସୂଚନା ଅନୁଯାୟୀ, ବାରଙ୍ଗ ଥାନା ଅନ୍ତର୍ଗତ ଦାଢାପାଟଣା ଅଞ୍ଚଳର ମହେଶ୍ୱର ମହାରଣା ଅଟୋ ଚଳାଇ ଗୁଜୁରାଣ ମେଣ୍ଟାନ୍ତି। ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ସେ ଅଟୋ (ନଂ. ଓଡି ୩୩ ଏମ୍‌-୬୫୮୫)ରେ ୩ଜଣ ଯାତ୍ରୀଙ୍କୁ ନେଇ ଶହୀଦନଗର ଅଞ୍ଚଳର ଏକ ଘରୋଇ ହସ୍ପିଟାଲକୁ ଯାଉଥିଲେ। ଶହୀଦନଗର ଫାଣ୍ଡି ନିକଟରେ ଅଟୋ ପଛପଟୁ ହଠାତ ଧୂଅଁ। ବାହାରି ଥିଲା। ବସିଥିବା ଯାତ୍ରୀଙ୍କ ସମେତ ଡ୍ରାଇଭର ମହେଶ୍ୱର ଅଟୋରୁ ଓହ୍ଲାଇ ବାହାରକୁ ଦୌଡ଼ିଥିଲେ। ଚାହୁଁ ଚାହୁଁ ଅଟୋଟି ଜଳିଯାଇଥିଲା। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେବା ସହ ବାଲ୍‌ଟିରେ ପାଣି ପକାଇ ନିଅଁ।କୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ସ୍ଥାନୀୟ କେତେଜଣ ଦୋକାନୀ ନିଜ ଦୋକାନରେ ରଖିଥିବା ଅଗ୍ନିନିର୍ବାପକ ଯନ୍ତ୍ର ସାହାଯ୍ୟରେ ନିଅଁ।କୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri