ଶହୀଦନଗରରେ ଜଳିଗଲା ଅଟୋ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ ପଡ଼ିଥିଲେ। ସୂଚନା ଅନୁଯାୟୀ, ବାରଙ୍ଗ ଥାନା ଅନ୍ତର୍ଗତ ଦାଢାପାଟଣା ଅଞ୍ଚଳର ମହେଶ୍ୱର ମହାରଣା ଅଟୋ ଚଳାଇ ଗୁଜୁରାଣ ମେଣ୍ଟାନ୍ତି। ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ସେ ଅଟୋ (ନଂ. ଓଡି ୩୩ ଏମ୍‌-୬୫୮୫)ରେ ୩ଜଣ ଯାତ୍ରୀଙ୍କୁ ନେଇ ଶହୀଦନଗର ଅଞ୍ଚଳର ଏକ ଘରୋଇ ହସ୍ପିଟାଲକୁ ଯାଉଥିଲେ। ଶହୀଦନଗର ଫାଣ୍ଡି ନିକଟରେ ଅଟୋ ପଛପଟୁ ହଠାତ ଧୂଅଁ। ବାହାରି ଥିଲା। ବସିଥିବା ଯାତ୍ରୀଙ୍କ ସମେତ ଡ୍ରାଇଭର ମହେଶ୍ୱର ଅଟୋରୁ ଓହ୍ଲାଇ ବାହାରକୁ ଦୌଡ଼ିଥିଲେ। ଚାହୁଁ ଚାହୁଁ ଅଟୋଟି ଜଳିଯାଇଥିଲା। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେବା ସହ ବାଲ୍‌ଟିରେ ପାଣି ପକାଇ ନିଅଁ।କୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ସ୍ଥାନୀୟ କେତେଜଣ ଦୋକାନୀ ନିଜ ଦୋକାନରେ ରଖିଥିବା ଅଗ୍ନିନିର୍ବାପକ ଯନ୍ତ୍ର ସାହାଯ୍ୟରେ ନିଅଁ।କୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri