Posted inଫୁରସତ

ଶହୀଦ୍‌ ପୋଲିସଙ୍କୁ ସମ୍ମାନ ଜଣାଇ ପୃଥିବୀର ୧୫୦୦୦ ଜରୁରୀକାଳୀନକର୍ମୀ ପ୍ରଦାନ କଲେ ବ୍ୟାଚ୍‌

ବର୍କଶାୟର,୧।୨: ଜଣେ ଶହୀଦ୍‌ ପୋଲିସଙ୍କୁ ସମ୍ମାନ ଜଣାଇ ପୃଥିବୀର ୧୫୦୦୦ ଜଣ ଜରୁରୀକାଳୀନକର୍ମୀ ନିଜର ବ୍ୟାଚ୍‌ ପ୍ରଦାନ କରିଛନ୍ତି। ଆମେରିକାର ପୋଲିସକର୍ମୀ ପି.ସି.ଏଣ୍ଡୁ ହାର୍ପର ଡ୍ୟୁଟିରେ ଥିବା ସମୟରେ ଏକ ସର୍ଚ୍ଚ ଅପରେଶନ୍‌ରେ ମୃତ୍ୟୁ ଘଟିଥିଲା। ସହକର୍ମୀମାନେ ତାଙ୍କ ପାଇଁ ଏହି ଏଭିଯାନ ଆରମ୍ଭ କରିଥିଲେ। ରୁଷିଆ, ସୁଦାନ ଏବଂ ନ୍ୟୁଜିଲାଣ୍ଡ୍‌ରୁ ହାର୍ପରଙ୍କୁ ସମ୍ମାନ ଜଣାଇ ୧୦୦୦ରୁ ଅଧିକ ଜରୁରୀକାଳୀନକର୍ମୀ ନିଜର ବ୍ୟାଚ୍‌ ପଠାଇଛନ୍ତି। ଜାନୁୟାରୀ ୨୯ରେ ହାର୍ପରଙ୍କୁ ସରକାରଙ୍କ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ଏହାକୁ ତାଙ୍କ ସ୍ତ୍ରୀ ଲିସି ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍‌ରେ ସହରର ସମସ୍ତଙ୍କ ପାଇଁ ପହଞ୍ଚିଲା ଆଇସ୍‌କ୍ରିମ୍‌-ବିୟର…

ତେଲ୍‌ ଅଭିବ୍‌,୧୨।୧୦: ଇସ୍ରାଏଲ୍‌ ଡ୍ରୋନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାରେ ଏକ ଇତିହାସ ସୃଷ୍ଟି କରିଛି। ତେଲ୍‌ ଅଭିବ୍‌ ସହରରେ ସମସ୍ତଙ୍କ ପାଇଁ ଡ୍ରୋନ୍‌ରେ ଆଇସ୍‌କ୍ରିମ୍‌-ବିୟର ପହଞ୍ଚିଛି।...

ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା...

ଓଡ଼ିଶୀ ନୃତ୍ୟ ଦେଇଛି ପରିଚୟ

ସେ ପିଲାଟିଦିନୁ କଳାପ୍ରେମୀ। କେଉଁଠି ବାଦ୍ୟ ବାଜିଲେ ଆପେ ଆପେ ନାଚି ଉଠେ ତାଙ୍କ କୁନି କୁନି ପାଦ। ଆଉ ପିଲାଦିନର ସେହି ରୁଚି ଆଜି...

ଯେଉଁଠି ଗୋଟିଏ ମନ୍ଦିରରେ ପୂଜା କରନ୍ତି ଉଭୟ ହିନ୍ଦୁ ମୁସଲମାନ

ଭାରତ ଓ ବାଂଲାଦେଶ ସୀମାରେ ଥିବା ଡେଲଟାରେ ରହିଛି ସୁନ୍ଦରବନ ଜଙ୍ଗଲ। ଏହା ବିଶ୍ୱର ସବୁଠାରୁ ବଡ ଦଲଦଲି ଜଙ୍ଗଲ ବା ହେନ୍ତାଳ ବଣ ଭାବେ...

ଏ ହେଉଛନ୍ତି କ୍ରିକେଟ ଦୁନିଆର ଆଗାମି ସୁପରଷ୍ଟାର: ଭିଡିଓ ଶେୟାର କଲେ ଡିନ୍‌ ଜୋନ୍ସ

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡିନ୍‌ ଜୋନ୍ସ ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ...

ଏମ୍ପରର ପେଙ୍ଗୁଇନ ଲୋପ ପାଇବା ଆଶଙ୍କା…

ଓ୍ବାଶିଂଟନ,୨୭।୮ : ପେଙ୍ଗୁଇନ ହେଉଛନ୍ତି ଏପରି ପ୍ରାଣୀ, ଯେଊଁମାନେ କେବଳ ପୃଥିବୀର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ବାସ କରିଥାନ୍ତି। ତାହା ହେଉଛି ଆଣ୍ଟାର୍କଟିକ ନିକଟରେ। କୁହାଯାଏ...

ନାଗୁଣୀକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଲା ନାଗ, ଚର୍ଚ୍ଚାରେ ଅନନ୍ୟ ପ୍ରେମକାହାଣୀ

ମଣିଷର ପ୍ରେମକାହାଣୀ ବିଷୟରେ ଆପଣ ଶୁଣିଥିବେ, ହେଲେ ବିହାରର ଗୋପାଳଗଞ୍ଜ ଜିଲାର ଭୋରେ ବ୍ଲକ ଅଞ୍ଚଳରେ ନାଗ-ନାଗୁଣୀଙ୍କ ପ୍ରେମକାହାଣୀ ଚର୍ଚ୍ଚାର ବିଷୟ ପାଲଟିଛି। ଜିଲାର ଭୋପାଟପୁରା...

ଏଠାରେ ରଙ୍ଗ ନୁହେଁ, ପଚାଅଣ୍ଡାରେ ପାଳନ ହୁଏ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର...

Advertisement
Archives

Model This Week