ଶହୀଦ ସେନାଙ୍କ ଉଦ୍ଦେଶ୍ୟରେ ସଂସ୍କୃତରେ ଶ୍ଳୋକ ଲେଖିଲେ ପ୍ରିୟଙ୍କା

ମୁମ୍ବାଇ: ଭାରତ-ଚାଇନା ସୀମା ବିବାଦକୁ ନେଇ ଲଦ୍ଦାଖର ଗଲଓ୍ବାନ ଘାଟିରେ ଶହୀଦ ହୋଇଥିବା ୨୦ ସେନାଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛି। ବଲିଉଡ୍‌ ସେଲିବ୍ରିଟି ଅକ୍ଷୟ କୁମାର, କାର୍ତ୍ତିକ ଆର୍ଯ୍ୟନ, ଅମିତାଭ ବଚ୍ଚନ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏବେ ବଲିଉଡ୍‌ର ଦେଶୀ ଗର୍ଲ ଏକ ସଂସ୍କୃତ ଶ୍ଳୋକ ମାଧ୍ୟମରେ ଶହୀଦଙ୍କୁ ଶ୍ରଦ୍ଧାଜଳି ଦେଇଛନ୍ତି। ପ୍ରିୟଙ୍କା ତାଙ୍କ ଇନଷ୍ଟାଗ୍ରାମରେ ଶହୀଦଙ୍କ ପରିବାର ପାଇଁ ପ୍ରାର୍ଥନା କରିଛନ୍ତି। ସେ ଲେଖିଛନ୍ତି ସେନା ଓ ତାଙ୍କ ପରିବାର ପ୍ରତି ମୋର ବହୁତ ସହାନୁଭୁତି ରହିଛି। ଈଶ୍ୱର ସେମାନଙ୍କ ଅପୂରଣୀୟ ଶୂନ୍ୟତାକୁ ସହିବା ପାଇଁ ଶକ୍ତି ଦିଅନ୍ତୁ। ସେ ଲେଖିଛନ୍ତି, ‘ଓଁ ଅସତୋ ମା ସଦ୍ଗମୟ, ତମସୋ ମା ଜ୍ୟୋତିର୍ଗମୟ, ମୃତ୍ୟୋର୍ମା ଅମୃତଂ ଗମୟ, ଓଁ ଶାନ୍ତିଃ, ଶାନ୍ତିଃ, ଶାନ୍ତିଃ…। ’


Enter your email to get our daily news in your inbox.

All Right Reserved By Dharitri.Com

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ ଅଭିନେତା

ଫେବୃୟାରୀ ୧୪କୁ ବିଶ୍ୱର ଅନେକ ଦେଶରେ ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’ ପାଳନ କରାଯାଏ। ଏହି ଦିନଟି ପ୍ରେମର ଅଭିବ୍ୟକ୍ତିର ଦିନ ବୋଲି କୁହାଯାଏ।...

ସାଉଥ୍‌ ସିନେମାର ପ୍ରଥମ, ଗ୍ରୀସରେ ରିଲିଜ୍‌ ହେବ ଫିଲ୍ମ

ସାଉଥ୍‌ ସିନେମାର ରକିଂ ଷ୍ଟାର ୟଶଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’କୁ ଅପେକ୍ଷା କରିଛନ୍ତି ଦର୍ଶକ। ଏହି ଫିଲ୍ମଟି ଆସନ୍ତା ୧୪ ରେ ମୁକ୍ତିଲାଭ କରିବାକୁ ଯାଉଛି...

ଧଳା ଶର୍ଟ ପିନ୍ଧନ୍ତୁ ବୋଲି ଚାହୁଁ ନ ଥିଲେ ଶାହାରୁଖ; ବ୍ୟବହାର ଯୋଗୁ ଏଭଳି ଚରମ ନିଷ୍ପତ୍ତି ନେଇଥିଲେ ଗୌରୀ

ବମ୍ବେ: ଦୀର୍ଘ ଛଅ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଗୌରୀଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ ଶାହରୁଖ ଖାନ୍‌। ଇତିମଧ୍ୟରେ ସେମାନଙ୍କ ବିବାହକୁ...

ନିଜ ବାୟୋପିକ୍‌କୁ ନେଇ କ’ଣ କହିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁପମ ଖେର ମାତ୍ର ୨୮ ବର୍ଷ ବୟସରେ ବଲିଉଡ୍‌ରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମରୁ ସେ ଜଣେ ୬୫ ବର୍ଷ...

ରାଜ୍‌ କପୁରଙ୍କ ଶାକାହାରୀ ରହସ୍ୟ

ବଲିଉଡ୍‌ର ଶୋ’ ମ୍ୟାନ୍‌ ରାଜ କପୁର। କେବଳ ଜଣେ ଅଭିନେତା ନୁହନ୍ତି, ଜଣେ ପ୍ରଯୋଜକ, ନିର୍ଦ୍ଦେଶକ ଭାବରେ ତାଙ୍କର ବେଶ୍‌ ସୁଖ୍ୟାତି ରହିଛି। ତାଙ୍କ ପ୍ରଯୋଜିତ,...

ଅମରନାଥ ଧାମରେ ପହଞ୍ଚିଲେ ସାରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ଜଣେ ମୁସଲମାନ ହୋଇପାରନ୍ତି, କିନ୍ତୁ ସେ ହିନ୍ଦୁ ଧର୍ମକୁ ମଧ୍ୟ ଗୁରୁତ୍ୱ ଦିଅନ୍ତି। ପ୍ରାୟତଃ ଅଭିନେତ୍ରୀ ଭଗବାନ...

୧୦ ମିନିଟ୍‌ ଗାଇବା ଲାଗି ୧.୫ କୋଟି ପାଉଣା !

ବମ୍ବେ: ୧୦ ମିନିଟ୍‌କୁ ୧.୫ କୋଟି ଟଙ୍କା ପାଉଣା। ଖ୍ୟାତନାମା ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଉତ୍ସବରେ ଗୀତ ଗାଇ ଏଭଳି...

ପୁଣି ଥରେ ଏହି ଅଭିନେତ୍ରୀଙ୍କ ଫଟୋ ସୋସିଆଲ ଲଗାଇଲା ନିଆଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଆରୋରା ସବୁବେଳେ ନିଜର ଲୁକ୍‌ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ସୋସିଆଲ ମିଡିଆରେ ମଲାଇକା କିଛି ଫଟୋ...

Advertisement
Archives

Model This Week