ଶହେବର୍ଷ ପରେ…ସୋରଡା ରଥଯାତ୍ରାରେ ଛେରାପହଁରା କଲେ ରାଜବଂଶୀ

ସୋରଡା,୪ା୭(ଡି.ଏନ୍‌.ଏ.)- ଦୀର୍ଘ ଶହେବର୍ଷ ପରେ ସୋରଡା ରଥଯାତ୍ରାରେ ରାଜବଂଶୀ ଛେରାପହଁରା କରିଛନ୍ତି। ଡ. ଦେବବତ୍ତ ସିଂଦେଓ ଯୋଗଦେଇ ରଥାରୁଢ ଠାକୁରଙ୍କ ନିକଟରେ ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି। ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟରୁ ପାଟ୍ଟଭୋଗ ଆସିବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। ଅପରାହ୍ନରେ ରାଜାଙ୍କୁ ଶୋଭାଯାତ୍ରାରେ ଆଡପମଣ୍ଡରୁ ରଥପଦା ପର୍ଯ୍ୟନ୍ତ ଅଣାଯାଇଥିଲା। ପରେ ଛେରାପହଁରା ନୀତି ରାଜାଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା। ଅପରରାହ୍ନ ପ୍ରାୟ ୪ଟାରେ ରଥଟଣା ଆରମ୍ଭ ହୋଇଥିଲା। ଦୀର୍ଘବର୍ଷ ପର ରାଜ ପରିବାର ସଦସ୍ୟ ଯୋଗ ଦେଇଥିବାରୁ ୨୫୦ରୁ ଉର୍ଦ୍ଧ୍ୱ ନାମ ସଂକୀର୍ତ୍ତନ କଳାକାର ଯୋଗଦେଇ ଘଣ୍ଟବାଦ୍ୟ ପରିବେଷଣ କରିଥିଲେ। ଥାନାଧିକାରୀ ପ୍ରଭାତ ସାହୁ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ସନ୍ଧ୍ୟାସୁଦ୍ଧା ଆଡପମଣ୍ଡପରେ ରଥ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri