Posted inଜାତୀୟ

ଶହେ ଦିନିଆ ରିପୋର୍ଟ କାର୍ଡ ପରେ ଭାଜପାକୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୮।୯: ଭାଜପା ସରକାର ଶହେ ଦିନ ପୂରଣ କରିବା ଅବସରରେ ଏହାର ଏକ ରିପୋର୍ଟ କାର୍ଡ ରବିବାର ପ୍ରଦାନ କରିଛି। ଏହି ରିପୋର୍ଟ କାର୍ଡରେ ମୋଦି ସରକାରଙ୍କ ସଫଳତା ବଖାଣିଛନ୍ତି ମନ୍ତ୍ରୀ। ହେଲେ ଏବେ ଏହାକୁ ନେଇ ବିରୋଧୀ ଭାଜପାକୁ ଟାର୍ଗେଟ କରିଛି। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି, ମୋଦି ସରକାରଙ୍କ ପାଇଁ ଆଜି ଦେଶର ଅର୍ଥ ବ୍ୟବସ୍ଥା ବିଗିଡି ଯାଇଛି। ବେରୋଜଗାର ବଢିଥିବା ବେଳେ ବ୍ୟବସାୟରେ ମାନ୍ଦାବସ୍ଥା ଦେଖାଦେଇଛି। ନିଜର ମିଛ ପ୍ରଚାର ପ୍ରସାର ଜାରି ରଖିଛି ଭାଜପା ବୋଲି ସେ କହିଛନ୍ତି। ଆଉ ଯେତେବେଳେ ଦେଶ ଆର୍ଥିକ ସଙ୍କଟ ଦେଇ ଗତି କରୁଛି ସେତେବେଳେ ସରକାର ଚୁପ୍‌ ବସିବା ଦେଶ ପାଇଁ କେତେ କ୍ଷତିକାରକ ତାହା ସହଜରେ ଅନୁମାନ କରି ହେଉଛି ବୋଲି ପ୍ରିୟଙ୍କା କହିଛନ୍ତି। ପ୍ରିୟଙ୍କା ଏହାକୁ ନେଇ ଟୁଇଟ୍‌ କରିବା ସହ ଦେଶର ଆର୍ଥିକ ପରିସ୍ଥିତି ପାଇଁ ଭାଜପା ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?