Posted inଜାତୀୟ

ଶହେ ବର୍ଷ ଇତିହାସରେ ପ୍ରଥମ ଘଟଣା: ବ୍ରିଟିଶ୍‌ ଏୟାରଓ୍ବେଜ୍‌ର ୪ ହଜାର ପାଇଲଟଙ୍କ ଧର୍ମଘଟ, ୧୫ ଶହରୁ ଅଧିକ ଉଡ଼ାଣ ବାତିଲ୍‌

ନୂଆଦିଲ୍ଲୀ,୯।୯: ବ୍ରିଟିଶ୍‌ ଏୟାରଓ୍ବେଜ୍‌ର ୪ ହଜାର ପାଇଲଟଙ୍କ ସୋମବାର ଧର୍ମଘଟ କରିଛନ୍ତି। ଫଳରେ ଭାରତରୁ ବ୍ରିଟେନ୍‌ ମଧ୍ୟରେ ବହୁ ଉଡ଼ାଣକୁ ବାତିଲ୍‌ କରାଯାଇଛି। ଯାତ୍ରୀଙ୍କୁ ବିମାନ ବନ୍ଦର ନ ଯିବା ପାଇଁ ବ୍ରିଟିଶ୍‌ ଏୟାରଓ୍ବେଜ୍‌ ପକ୍ଷରୁ ସୂଚନା ଦିଆଯାଇଛି। ପାଇଲଟଙ୍କ ଧର୍ମଘଟ ଯୋଗୁ ବ୍ରିଟିଶ୍‌ ଏୟାରଓ୍ବେଜ୍‌ର୧୫ ଶହରୁ ଅଧିକ ଉଡ଼ାଣକୁ ବାତିଲ୍‌ କରାଯାଇଛି। ଗତ ଶହେ ବର୍ଷ ମଧ୍ୟରେ ଏଭଳି ଧର୍ମଘଟ ପ୍ରଥମ ଘଟଣା ବୋଲି ବ୍ରିଟିଶ୍‌ ଏୟାରଓ୍ବେଜ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri