ଶହେ ଲିଟର ଦେଶୀମଦ ଜବତ, ୨ ଗିରଫ

ଧରାକୋଟ,୨୮ା୪(ଡି.ଏନ.ଏ.)- ଧରାକୋଟ ଥାନା ଚମ୍ପାପଲ୍ଲି ଗ୍ରାମରେ ବ୍ୟାପକ ଚୋରାମଦ ପ୍ରସ୍ତୁତି ଚାଲିଥିବାବେଳେ ବାରମ୍ବାର ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ ଜାରି ରହିଛି। ମାତ୍ର ମଦ ପ୍ରସ୍ତୁତକାରୀ ଭୃକ୍ଷେପ କରୁ ନ ଥିବା ଜଣାପଡିଛି। ମଙ୍ଗଳବାର ଭୋରରୁ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ଧରାକୋଟ ଥାନାଧିକାରୀ ଶହଦେବ ମହାପାତ୍ର ଓ ଜିଲା ଅବକାରୀ ବିଭାଗର ବରିଷ୍ଠ କର୍ମକର୍ତ୍ତା ଚଢ଼ାଉ କରି ୫ହଜାର ଲିଟରରୁ ଊର୍ଦ୍ଧ୍ୱ ଦେଶୀ ପୋଚ ନଷ୍ଟ କରିବା ସହ ୧୦୦ ଲିଟର ଦେଶୀ ରନ୍ଧାମଦ ଜବତ କରିଛନ୍ତି। ଚମ୍ପାପଲ୍ଲୀ ଗ୍ରାମର ଗୋପାଳ ନାଇକ ଓ ବିନୋଦ ନାଇକଙ୍କୁ ମଦ ପ୍ରସ୍ତୁତ ଅଭିଯୋଗରେ ଗିରଫ କରାଯାଇ ମାମଲା ନଂ.୬୪, ୬୫/୨୦ରେ କୋର୍ଟଚାଲାଣ କରାଯାଇଛି। ଯଦି ନ ସୁଧୁରନ୍ତି, ଏଣିକି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆସିକା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri