ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ

ପାତ୍ରପୁର,୨୩ା୯(ଡି.ଏନ.ଏ.): ସାମନ୍ତିଆପଲ୍ଲୀ ରେଞ୍ଜ ନାରାୟଣପୁର ଛକ ନିକଟରେ ଶୁକ୍ରବାର ଆନ୍ଧ୍ର ଚାଲାଣ ବେଳେ ଜଙ୍ଗଲ ବିଭାଗ ଶଗୁଆନ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲାର ଅର୍ଜ୍ଜୁନ ନାଇକ ଏବଂ ପୂର୍ଣ୍ଣଚନ୍ଦ୍ର ଗୌଡ଼। ଆଦିବାସୀ ଇଲାକାରୁ ବିଭିନ୍ନ ମୂଲ୍ୟବାନ କାଠ ଆନ୍ଧ୍ର ଚାଲାଣ ହେଉଥିବା ରେଞ୍ଜର ମନୋଜ କୁମାର ପାତ୍ର ଖବର ପାଇ ଫରେଷ୍ଟର ରତ୍ନ କୁମାର ବେହେରା ଓ ତରୁଣେସ୍ବର ଶବରଙ୍କ ସହ ଚଢ଼ାଉ କରିଥିଲେ। ମହିନ୍ଦ୍ରା ଟ୍ରାକ୍ଟର ଯୋଗେ ୩୦ ଶାଗୁଆନ କାଠଗଣ୍ଡି ପ୍ରାୟ ୪୩.୨୯ସିଏଫଟି କାଠ ନେଉଥିବା ବେଳେ ଜଙ୍ଗଲ ବିଭାଗ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ମୃତ୍ୟୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୦ା୧୨: ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଅଲଣାହାଟ କାଂଶ ଗ୍ରାମର ସୂର୍ଯ୍ୟକାନ୍ତ ଖୁଣ୍ଟିଆ ନାମକ ବ୍ୟକ୍ତିଙ୍କ ରବିବାର ରାତିରେ ମୃତ୍ୟୁ...

୨୭ରୁ ନବମ ଶ୍ରେଣୀ ଏସଏ-୧ ପରୀକ୍ଷା

ବୈଶିଙ୍ଗା,୨୫ା୧୦(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳରେ ଚଳିତ ମାସ ୨୭ ତାରିଖଠାରୁ ପ୍ରଥମ ଥର ପାଇଁ ନବମ ଶ୍ରେଣୀ ନିମନ୍ତେ ବୋର୍ଡ ଦ୍ୱାରା ପରିଚାଳିତ ଏସ୍‌ଏ-୧...

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି।...

ଗୁଳିମାଡ଼ରେ ସମିତିସଭ୍ୟଙ୍କ ଜୀବନ ଗଲା: ୬ ଅଟକ

କାମାକ୍ଷାନଗର,୨୫ା୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ବାରୁଆଁ ପଞ୍ଚାୟତର ସମିତିସଭ୍ୟ ଦୀପକ ମାହୁନ୍ତ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ...

ମହାପ୍ରଭୁଙ୍କୁ ଦର୍ଶନ କଲେ କପିଲ

ପୁରୀ ଅଫିସ, ୨୨ା୩:କମେଡ଼ି କିଙ୍ଗ୍‌ ଭାବେ ପରିଚିତ ହାସ୍ୟ ଅଭିନେତା କପିଲ ଶର୍ମା ସୋମବାର ସନ୍ଧ୍ୟାରେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କୁ...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭଦ୍ରକ ଅଫିସ,୧ା୬: ସୋମବାର ସକାଳୁ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କୁରଣ୍ଡ ଗ୍ରାମର ଗୌରାଙ୍ଗ...

ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ...

ବିରୂପା ସେତୁ ନିର୍ମାଣରେ ନିମ୍ନମାନର ବାଲି

ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୧ା୧: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ବିଭିନ୍ନ ନଦୀନାଳରେ ବ୍ରିଜ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ସାଧାରଣ ଲୋକଙ୍କ...

Advertisement
Archives

Model This Week