ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଶାଗୁଆନ କାଠ ନେଇ ଆସୁଥିବା ଅଭିଯୁକ୍ତମାନେ ବନବିଭାଗ କର୍ମଚାରୀଙ୍କୁ ଦେଖି ଗାଡ଼ି ଛାଡ଼ି ଜଙ୍ଗଲ ଭିତରକୁ ପଳାଇଥିଲେ । ସେମାନଙ୍କ ମଧ୍ୟରୁ ବନ କର୍ମଚାରୀମାନେ ଜଣଙ୍କୁ କାବୁ କରିବାରେ ସକ୍ଷମ ହେବା ସହିତ ୩ଟି ବାଇକ୍‌ ଓ କାଠ ଜବତ କରିଥିଲେ। ରେଞ୍ଜର ମହେଶ୍ୱର ସିଂଙ୍କ ସମେତ ଫରେଷ୍ଟ ଗାର୍ଡ଼ ଅଞ୍ଜନ କୁମାର ଲେଙ୍କା ଏବଂ ବନ ବିଭାଗ କର୍ମଚାରୀମାନେ ଚଢାଉରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ

ଠାକୁରମୁଣ୍ଡା,୬।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା

ବଣାଇ,୪ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ...

ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ

ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ...

ବହଳଦା ପୋଲିସର ଚଢ଼ାଉ :୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ମଦ ଜବତ

ବହଳଦା,୧୪ା୮(ଡି.ଏନ୍‌.ଏ.)- ଅରୁଣାଚଳ ପ୍ରଦେଶରୁ ନକଲି ବିଦେଶୀ ମଦ ଚୋରା ଚାଲାଣର ଚେର ମୟୂରଭଞ୍ଜ ଜିଲା ବହଳଦା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପର୍ଦ୍ଦାଫାଶ କରି ବହଳଦା ପୋଲିସ...

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ...

ଉତ୍ପାତ ଚଲାଇଛି ଗୋଠଛଡ଼ା ଦନ୍ତା

ବୈଶିଙ୍ଗା,୧୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କ୍ଷୀରପଦା, ଦଲଦଲି, ମୋହନପୁର, ଖଇରବଣି, ଭୁଡୁରୁବଣି, ହାତୀଝୁରି ଆଦି ଗ୍ରାମରେ ଏକ ଗୋଠଛଡ଼ା ଦନ୍ତା ହାତୀ ସପ୍ତାହେ...

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ: ମଣ୍ଡପରେ ଝିଅକୁ ଧରି ପହଞ୍ଚିଲେ ପ୍ରଥମ ସ୍ତ୍ରୀ, ପରେ ଘଟିଲା ଏମିତି…

ଚଣ୍ଡିଗଡ଼,୨୮ା୫: ପଞ୍ଜାବର ଫିରୋଜପୁରରେ ଜଣେ ବ୍ୟକ୍ତି ଦ୍ୱିତୀୟ ବିବାହ କରୁଥିଲେ। ଏହା ଜାଣିପାରି ତାଙ୍କ ପ୍ରଥମ ସ୍ତ୍ରୀ ମଣ୍ଡପରେ ପହଞ୍ଚି ହଙ୍ଗାମା କରିଥିଲେ। ପ୍ରଥମ ସ୍ତ୍ରୀ...

ପୋଲିସ ହାତରେ ବ୍ୟାଙ୍କ ଷ୍ଟେଟ୍‌ମେଣ୍ଟ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବ୍ଲାକ୍‌ମେଲିଂ କରି ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କଠାରୁ ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ବ୍ୟାଙ୍କ...

Advertisement
Archives

Model This Week