ଶାଢ଼ିପିନ୍ଧା ଫଟୋ ଶେୟାର କଲେ ଅଦା

ମୁମ୍ବାଇ:ଲକ୍‌ଡାଉନ୍‌ ପାଇଁ ବଲିଉଡ୍‌ ତାରକାମାନେ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହୁଛନ୍ତି। ଫ୍ୟାନ୍‌ମାନଙ୍କ ମନୋରଞ୍ଜନ ପାଇଁ ଭିନ୍ନ ଭିନ୍ନ କାର୍ଯ୍ୟ କରି ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। କିଏ କୁକିଂ ତ ଆଉ କିଏ ଡ୍ୟାନ୍ସିଂ। ଆଉ କେହି ଓ୍ବାର୍କଆଉଟ୍‌ର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ନିକଟରେ ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଅଦା ଶର୍ମା ନିଜ ଫ୍ୟାନ୍‌ମାନଙ୍କ ମନକଥା ବୁଝିବାକୁ ଯାଇ ଟ୍ରାଡିଶନାଲ ଗେଟ୍‌ଅପ୍‌ରେ ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଫଟୋରେ ଅଦା ଏକ ଅଫ୍‌ହ୍ବାଇଟ୍‌ ଟ୍ରାନ୍ସପରେଣ୍ଟ ଶାଢ଼ି ପିନ୍ଧିଛନ୍ତି। ଏଥିରେ ସେ ପୂରା ହଟ୍‌ ଦିଶୁଛନ୍ତି। ତାଙ୍କର ଏହି ଲୁକ୍ସକୁ ଫ୍ୟାନ୍‌ମାନେ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫଟୋଟି ଭାଇରାଲ ହେବାରେ ଲାଗିଛି। ପ୍ରକାଶଥାଉ କି, ଅଦାଙ୍କ ଅଭିନୀତ କମାଣ୍ଡୋ ମୁଭିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ଭାବେ ପ୍ରଥମ କରୋନା ଟିକା ନେଲେ ଶିଳ୍ପା

ମହାମାରୀ କରୋନା ସହ ଲଢ଼ିବା ପାଇଁ ଟିକାକରଣ ଆରମ୍ଭ ହୋଇଛି। ନୂଆ ବର୍ଷରେ ଲୋକଙ୍କୁ ଏହି ଉପହାର ମିଳିଛି। ଇତିମଧ୍ୟରେ ଭାରତରେ ମଧ୍ୟ ଟିକାକରଣ ଆରମ୍ଭ...

ଗଲ୍ଫ ଖେଳିଲେ ପ୍ରିୟଙ୍କା

ମୁମ୍ବାଇ; ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଜର୍ମାନୀରେ ତାଙ୍କର କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । କେବେ କେବେ ଜଙ୍ଗଲରେ ତ କେବେକେବେ...

‘ଏସ୍‌ ଅଫ୍‌ ସ୍ପେସ୍‌’ ସିଜନ୍‌-୨ରେ ପ୍ରକୃତି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଗୋଟିକ ପରେ ଗୋଟିଏ ସଫଳତାର ପାହାଚ ଚଢୁଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ରାଜ୍ୟ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ଜାତୀୟ ଟେଲିଭିଜନ ଚ୍ୟାନେଲ...

ସୋସିଆଲ ମିଡିଆରେ ଭାଇରାଲ ହେଲେଣି ଆଉ ଜଣେ ରାନୁ ମଣ୍ଡଳ

ନୂଆଦିଲ୍ଲୀ,୨୫।୧୧: ପଶ୍ଚିମବଙ୍ଗ ରାଣାଘାଟ ରେଲଓ୍ବେ ଷ୍ଟେଶନରେ ଗୀତଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳଙ୍କ ଗୋଟିଏ ଭାଇରାଲ ଭିଡିଓ ତାଙ୍କୁ ରାତାରାତି ସେଲିବ୍ରିଟି କରି ଦେଇଥିଲା। ତାଙ୍କ...

ଆମିରଙ୍କ ପ୍ରେମରେ ଆମେରିକା

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍‌ ୧୧ଲକ୍ଷରୁ ଅଧିକ...

ସାରାଙ୍କୁ ଛାଡି ଏହି ଅଭିନେତ୍ରୀଙ୍କ ସହ ଡେଟ୍‌ରେ ଗଲେ କାର୍ତ୍ତିକ, ୟୁଜର୍ସ କହିଲେ ଧୋକାବାଜ୍‌

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌ ଏବଂ ସୈଫ୍‌ ତନୟା ସାରା ଅଲ୍ଲୀ ଖାନ୍‌ଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ନାହିଁ। ଉଭୟଙ୍କୁ ବିଭିନ୍ନ ସ୍ଥାନରେ ଏକାଠି...

ଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀ

ମୁମ୍ବାଇ: ପ୍ରତି ବର୍ଷ କପୁର ପରିବାର ବହୁ ଆଡ଼ମ୍ବରରେ ଗଣେଶ ଚତୁର୍ଥୀ ପାଳନ କରୁଥିବା ବେଳେ ଚଳିତ ବର୍ଷ କିନ୍ତୁ ଏମାନେ ଏହି ପର୍ବ ପାଳନ...

ସୁଶାନ୍ତଙ୍କ ସ୍କେଚ ତିଆରି କଲେ ଦିବ୍ୟାଙ୍ଗ ପ୍ରଂଶସକ

ଅହମଦାବାଦ,୨୬।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରଂଶସକ ଏହାକୁ ସହଜରେ ଭୁଲି ପାରୁନାହାନ୍ତି। କାହିଁକି ବା ଭୁଲିବେ।...

Play 250+ Trending Games
Archives

Model This Week

Why Dharitri