Posted inଜାତୀୟ

ଶାନ୍ତିବନରେ ସଞ୍ଜୟ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାନେକା ଓ ବରୁଣ

ନୂଆଦିଲ୍ଲୀ,୨୩।୬: ସଞ୍ଜୟ ଗାନ୍ଧୀଙ୍କ ୩୯ତମ ପୁଣ୍ୟତିଥିରେ ରବିବାର ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାନ୍ତିବନଠାରେ ଥିବା ସଞ୍ଜୟଙ୍କ ସମାଧିସ୍ଥଳରେ ଅନ୍ୟ ରାଜନେତା ମଧ୍ୟ ସଞ୍ଜୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ୧୯୮୦ ଜୁନ୍‌ ୨୩ରେ ସଫଦରଜଙ୍ଗସ୍ଥିତ ଫ୍ଲାଇଙ୍ଗ୍‌ କ୍ଲବ୍‌ରେ ଏକ ବିମାନ ଦୁର୍ଘଟଣାରେ ସଞ୍ଜୟଙ୍କ ସମେତ କ୍ୟାପଟେନ୍‌ ସୁଭାଷ ସାକ୍‌ସେନାଙ୍କ ମୃତ୍ୟୁ ଘଟିଥିଲା। ବିମାନଟି ନିୟନ୍ତ୍ରଣ ହରାଇବାରୁ ଏପରି ହୋଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ’

ପୁଣେ,୨୯।୭: ଆଜିକାଲି ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିଜର ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଅଛନ୍ତି। ରାଜ ଠାକରେ ତିନି ଦିନିଆ ପୁଣେର...

ନିଗମ ବୋଧ ଘାଟରେ ରାତିସାରା ହେବ ଅନ୍ତିମ ସଂସ୍କାର !

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବିପଦଜନ୍ନକ ହେବାରେ ଲାଗିଛି। ଏଥିରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହୁ ହୁ ବଢ଼ିବାରେ ଲାଗିିଛି।...

ଚନ୍ଦ୍ରାୟନ-୨: ଉତ୍‌କ୍ଷେପଣ ୪ ଦିନ ମଧ୍ୟରେ ନ ହେଲେ ୩ ମାସ ପରେ ହେବ

ଶ୍ରୀହରିକୋଟା,୧୫।୭: ଚନ୍ଦ୍ରାୟନ-୨ର ଉତ୍‌କ୍ଷେପଣ ଶେଷ ମୁହୂର୍ତ୍ତରେ ଅଟକି ଯାଇଛି। ଆଗାମୀ ୪ ଦିନ ମଧ୍ୟରେ ଏହାର ଉତ୍‌ କ୍ଷେପଣ କରା ନ ଗଲେ ଏହି କାର୍ଯ୍ୟକ୍ରମ...

ସିବିଆଇ ଚାର୍ଜଶିଟ୍‌ରେ ୯ ପୋଲିସ

ହାଇଦ୍ରାବାଦ୍‌,୨୭।୯: ତାମିଲନାଡ଼ୁର ଟୁଟିକୋରିନ୍‌ ହାଜତ ମୃତ୍ୟୁ ମାମଲା ଏବେ ଗୁରୁଗମ୍ଭୀର ରୂପ ଧାରଣ କରିଛି। ବାପ-ପୁଅଙ୍କ ହାଜତ ମୃତ୍ୟୁକୁ ନେଇ ସିବିଆଇ ପକ୍ଷରୁ ୯ ପୋଲିସଙ୍କ...

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦...

‘ସିନ୍ଧିଆଙ୍କୁ ଅଣଦେଖା କଲେ ଅଡୁଆରେ ପଡ଼ିବେ କମଲନାଥ’

ଭୋପାଳ,୭ା୩(ପି.ଟି.): ମଧ୍ୟପ୍ରଦେଶରେ କଂଗ୍ରେସ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଘୋଡ଼ାବେପାର ଉଦ୍ୟମ ଅଭିଯୋଗ ହେଉଥିବାବେଳେ ସଙ୍କଟର ଖିଅ ଦଳ ଭିତରେ ବୋଲି ସୂଚନା ମିଳିଛି। ଦଳର...

ଏକ ମାଠିଆରୁ ଅଧିକ ପାଣି ନେଲେ ଦେବାକୁ ପଡୁଛି ୫୦ ଟଙ୍କା ଜରିମାନା

ରାୟପୁର,୧୫।୫: ଜଳ ହିଁ ଜୀବନ। ଜଳ ବିନା ସଭିଙ୍କ ଅବସ୍ଥା ଖରାପ ହୋଇଥାଏ। ତେଣୁ ଜଳ ସଙ୍କଟ ସମୟରେ ଏହାର ସୁବଣ୍ଟନ ଓ ନଷ୍ଟ ନ...

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି, ରାହୁଲ

ନୂଆଦିଲ୍ଲୀ,୩୦ା୧: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧଙ୍କ ତିରୋଧାନ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମସ୍ତ ନେତା ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

Advertisement
Archives

Model This Week