ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇନାହାନ୍ତି। ତେବେ ନିର୍ଦ୍ଧିଷ୍ଟଭାବେ କେତେ ଜଣ ପରୀକ୍ଷା ଦେଇନାହାନ୍ତି ସେ ସମ୍ପର୍କରେ ଠିକ୍‌ ଖବର ସନ୍ଧ୍ୟାସୁଦ୍ଧା ମିଳିନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସେଠୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜିଲାରେ ୫୩୧୨ ରେଗୁଲାର, ୩୪୨ ଏକ୍ସ ରେଗୁଲାର ଏବଂ ୨୦ ଜଣ ପତ୍ର ବିନିମୟ ମାଧ୍ୟମରେ ୩୨ଟି କେନ୍ଦ୍ରରେ ପରୀକ୍ଷା ଦେବାପାଇଁ ବ୍ରବସ୍ଥା ହୋଇଛି। ୧୧ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସି କ୍ୟାମେରା ଲାଗିଛ। ପ୍ରତି ସେଣ୍ଟର ପାଇଁ ସୁପରିଣ୍ଟେଣ୍ଡେଣ୍ଟ, ନୋଡାଲ ଇନ୍‌ଚାର୍ଜ, ଡେପୁଟି ନୋଡାଲ ଇନ୍‌ଚାର୍ଜ ନିଯୁକ୍ତି ହୋଇଛନ୍ତି। ଥାନାରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚାଇବା ପାଇଁ ୧୦ ଅଧିକାରୀ ତଦାରଖ ଲାଗି ନିଯୁକ୍ତି ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ୩୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ବୋର୍ଡରୁ ଏକ ସ୍ବତନ୍ତ୍ର ସ୍କ୍ବାଡ, ଜିଲା ଶିକ୍ଷା ଅଧିକାରୀଙ୍କ ତରଫରୁ ସ୍କ୍ବାଡ ଗଠନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ହେଲା ବ୍ୟବସାୟୀ ଛଟପଟ

ପରଜଙ୍ଗ, ୨୧।୧(ଡି.ଏନ୍‌.ଏ.) ନିଗମାନନ୍ଦ ଦଳବେହେରା:  ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ବ୍ୟବସ୍ଥିତ ଢଙ୍ଗରେ ବ୍ୟବସାୟ କରିବାର ସୁଯୋଗ ପାଇବେ ବ୍ୟବସାୟୀ। ଏଭଳି ପ୍ରଲୋଭନ ଦେଖାଇ ଢେଙ୍କାନାଳ ଜିଲା...

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ

ଯାଜପୁର ଟାଉନ,୬-୧୧(ଡି.ଏନ୍‌.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା...

ସୁରଙ୍କୁ ନବଙ୍କ ଜବାବ: ଏବେ ଯୁଗ ବଦଳିଲାଣି, ମନ୍ତ୍ରୀ ଯେଉଁଠି ଥିଲେ ବି ଡିଜିଟାଲରେ କାମ କରିପାରିବେ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଗୁରୁବାର ‘୫-ଟି’କୁ କଟାକ୍ଷ କରିବା ସହ ମନ୍ତ୍ରୀ ପ୍ରଚାରରେ ଥିବା ବେଳେ ସିଡିଏମ୍‌ଓଙ୍କୁ ସସ୍‌ପେଣ୍ଡ କରାଯାଉଛି ଏବଂ...

କାହିଁକି ଜୀବନ ନେଲା ଦୀର୍ଘତମ ସେତୁ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ସେତୁର ମଧ୍ୟଭାଗରୁ ବାବା ସିଂହନାଥ ପୀଠକୁ ସଂଯୋଗ ରହିଛି। ୩.୪...

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ...

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ...

ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ...

ତଥ୍ୟ ସୂଚନା ମାଗିବାରୁ ହତ୍ୟା ଧମକ

କେନ୍ଦ୍ରାପଡ଼ା ଅଫିସ,୨ା୯: ପଞ୍ଚାୟତ ଉନ୍ନୟନ ଖର୍ଚ୍ଚର ତଥ୍ୟ ମାଗିବାରୁ ମାର୍ଶାଘାଇ ଥାନା କରଞ୍ଜ ଗାଁର ଦଳିତ ବର୍ଗର ସୂଚନା ଅଧିକାର କର୍ମୀ ଜନକର ଜେନାଙ୍କୁ ହତ୍ୟା...

Advertisement
Archives

Model This Week