Posted inଜାତୀୟ

ଶାନ୍ତି ଆଶାରେ କଶ୍ମୀରବାସୀ: ମହିଳା ସୁରକ୍ଷାକର୍ମୀଙ୍କ ସହ ହାତ ମିଳାଇଲେ କଶ୍ମୀର ବାଳକ, ଫଟୋ ଭାଇରାଲ

ଶ୍ରୀନଗର,୯।୮: ଜମ୍ମୁ କଶ୍ମୀରରେ ଧାରା ୩୭୦କୁ ଅଚଳ କରିଦିଆଯିବା ପୂର୍ବରୁ ହିଁ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜମ୍ମୁ ଓ ଶ୍ରୀନଗରରେ ଧାରା ୧୪୪ ଲାଗୁ କରାଯିବା ସହ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଇତିମଧ୍ୟରେ ଏକ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘାଟିରେ ମୁତୟନ ହୋଇଥିବା ସିଆର୍‌ପିଏଫ୍‌ର ଜଣେ ମହିଳା ସୁରକ୍ଷାକର୍ମୀଙ୍କ ସହ ଜଣେ ସ୍ଥାନୀୟ ବାଳକ ହାତ ମିଳାଉଥିବା ଦେଖିବାକୁ ମିଳିଛି। ଏହି ଫଟୋକୁ ଦେଖିଲେ ଲାଗୁଛି ଯେପରି କଶ୍ମୀରବାସୀ ଘାଟିରେ ଶାନ୍ତିର ବାତାବରଣ ପାଇଁ ଅପେକ୍ଷାରତ ଅଛନ୍ତି। ଏହି ଫଟୋକୁ ଲକ୍ଷାଧିକ ୟୁଜର୍ସ ସୋସିଆଲ ମିଡିଆରେ ଶେୟାର କରିବା ସହ ବେଶ୍‌ ପ୍ରଶଂସା ମଧ୍ୟ କରିଛନ୍ତି। ଅପରପକ୍ଷରେ ଶୁକ୍ରବାର ସ୍ଥାନୀୟ ଅଞ୍ଚଳରେ ମୁସଲମାନ ସମ୍ପ୍ରଦାୟର ଲୋକଙ୍କ ଲାଗି ନମାଜ ପଢ଼ିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri