Posted inଜାତୀୟ

ଶାନ୍ତ ରହିବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨: ସାରାଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଛି। ବିଶେଷତଃ ଦିଲ୍ଲୀରେ ଏହାର ବହୁଳ ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା ପରେ ମଙ୍ଗଳବାର ଦିଲ୍ଲୀ ଜାଫରାବାଦରେ ସିଏଏ ହିଂସା ଉଗ୍ରରୂପ ଧାରଣ କରିଛି। ପ୍ରଦର୍ଶନକାରୀମାନେ ପୋଲିସଙ୍କ ଉପରେ ପଥରମାଡ଼ କରିବା ସହ କେତେକ ଗାଡିକୁ ଭଙ୍ଗାରୁଜା କରିଛନ୍ତି। ଯାହାକୁ ଦେଖି ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀବାସୀଙ୍କୁ ଶାନ୍ତ ରହିବାକୁ ନିବେଦନ କରିଛନ୍ତି। ଏନେଇ କେଜରିଓ୍ବାଲ ଏକ ଟୁଇଟ କରିଛନ୍ତି। ସେ ଦିଲ୍ଲୀବାସୀଙ୍କୁ ଶାନ୍ତି ରଖିବା ପାଇଁ ନିବେଦନ କରିବା ସହ ଏକ ସଭ୍ୟ ସମାଜରେ ଏଭଳି ହିଂସାକୁ ସହ୍ୟ କରାଯିବ ନାହିଁ ବୋଲି କହିଛନ୍ତି। ଏଥିରୁ କାହାକୁ କିଛି ହାସଲ ହେଉ ନ ଥିବା ବେଳେ ଜାତୀୟ ସମ୍ପତ୍ତି ନଷ୍ଟ ହେଉଛି। ସରକାରଙ୍କ ପାଖରେ ନିଜ କଥାକୁ ଶାନ୍ତି ଜରିଆରେ ମଧ୍ୟ ଉପସ୍ଥାପନ କରାଯାଇପାରିବ ବୋଲି କେଜରିଓ୍ବାଲ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri