ଶାବଳରେ ଭୁସି ବୃଦ୍ଧ ବାପାଙ୍କୁ ହତ୍ୟା, ଅଭିଯୁକ୍ତ ପୁଅ ଫେରାର

ଚୌଦ୍ୱାର,୧୭।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ସଫା ପଞ୍ଚାୟତର ଆଦିବାସୀ ବହୁଳ କଙ୍କାଳି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମରେ ପୁଅ ଶାବଳ ଭୁସିଦେବା ହେତୁ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାଉତ ହେମ୍ରମ( ୬୦)।

ପୋଲିସ ସୂଚନା ଅନୁଯାୟୀ, ରାଉତ ଘରେ ଥିବା ବେଳେ କୌଣସି କାରଣକୁ ନେଇ ପୁଅ ମାଣିକଙ୍କ ସହିତ ତାଙ୍କର ବଚସା ହୋଇଥିଲା। ଏଥିରେ ମାଣିକ ଉତକ୍ଷିପ୍ତ ହୋଇ ପାଖରେ ପଡିଥିବା ଏକ ଶାବଳରେ ରାଉତଙ୍କ ଛାତିକୁ ଭୁସି ଦେଇଥିଲା। ଫଳରେ ପ୍ରଚୁର ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ରାଉତଙ୍କ ମୃତ୍ୟୁ ହୋଇଥିଲା। ଚୌଦ୍ୱାର ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରୁ ମାଣିକ ଫେରାର ହୋଇଯାଇଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?