ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ ମା’ଙ୍କୁ ଷୋଡ଼ଶ ଉପଚାର ପଦ୍ଧତିରେ ପୂଜା କରାଯାଉଛି। ଗ୍ରାମବାସୀଙ୍କ ପକ୍ଷରୁ ମା’ଙ୍କ ନିକଟରେ ପାର୍ବଣ ରୋଷେଇ ପ୍ରସ୍ତୁତ କରାଯାଇ ଭୋଗଲାଗି ହେଉଛି। କେତେକ ସ୍ଥାନରେ ଜନ୍ତାଳ ଭୋଜିର ଆୟୋଜନ କରାଯାଉଛି। ଶାରଦୀୟ ପୂଜା ସମୟରେ ଗାଁରେ ପୂଜା ପାଉଥିବା ଗ୍ରାମଦେବତୀଙ୍କୁ ଆମିଷ ବ୍ୟଞ୍ଜନରେ ପ୍ରସ୍ତୁତ ଅନ୍ନଭୋଗ ଲାଗିକଲେ ଗାଁକୁ ପଡ଼ିବାକୁ ଥିବା ସମସ୍ତ ବିପଦକୁ ମା’ ଦୂର କରିଥାନ୍ତି ବୋଲି ବିଶ୍ୱାସ ରହିଛି। ଚତୁର୍ଥଶତାବ୍ଦୀଠାରୁ ପ୍ରାଚୀ ଉପତ୍ୟକାରେ ଶକ୍ତି ପୂଜା ଚାଲିଆସୁଥିବା ଗବେଷକମାନେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି...

ଗାଁଗଁଡ଼ାରେ ବଁଚିଛେ ଖେଜାବୁଜାର କୁଚନି ପସରା

ବିଜେପୁର, ୬।୩ (ଡି.ଏନ୍‌.ଏ.)- ସମିଆର ଛାଁଚେ ପଡି ସମାଜର ଚାଲିଚଲନ୍‌ ରିତି ରିକମା ବଦଲିଗଲାନ। ଯେନ୍‌ଥିର ଲାଗି ଚଲିତ ସମିଆରେ ସବୁକିଛି ଡିଜିଟାଲ ହେଇ ବସଲାନ।...

ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଯିବ ୨ହଜାର ପୋଷ୍ଟକାର୍ଡ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଅଲ୍‌ ଓଡିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଖୋର୍ଦ୍ଧା ଜିଲା ଶାଖା କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ପ୍ରଫୁଲ୍ଲ କୁମାର ଦାସଙ୍କ ଅଧ୍ୟକ୍ଷତାରେ ରବିବାର...

କରୋନା ମୁକାବିଲା: ବୁଧବାରଠୁ ନୂଆ ହେଳ୍ପଲାଇନ ନମ୍ବର-୧୪୪୧୦, ଡାକ୍ତରଙ୍କଠାରୁ ପରାମର୍ଶ ନେବେ ରାଜ୍ୟବାସୀ

ଭୁବନେଶ୍ୱର, ୭।୪(ବ୍ୟୁରୋ)- ରାଜ୍ୟ ସରକାର କୋଭିଡ୍‌-୧୯ର ଦୃଢ଼ ମୁକାବିଲା କରିବା ନିମନ୍ତେ ଅନେକ ସକ୍ରିୟ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମହାମାରୀର ମୁକାବିଲା ଦିଗରେ ଡାକ୍ତରମାନଙ୍କର...

୧୦ ଏକ ଫସଲ ନଷ୍ଟ କଲେ ହାତୀପଲ

ବଇଣ୍ଡା,୨୪।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ବାମୁର ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ବିଶେଷ କରି ରେଢାଖୋଲ ବନାଞ୍ଚଳରୁ ୨୨ଟି ହାତୀ ଏହି ରେଞ୍ଜକୁ ପଳାଇ...

ଉପଦ୍ରବ ରୋକିବାରେ ଉଦାସୀନ

ପରିକ୍ଷିତ ସାହୁ ବଇଣ୍ଡା,୨୨ା୯ – ହାତୀଜନିତ କ୍ଷୟକ୍ଷତିକୁ ନେଇ ଅଥୟ ହୋଇପଡ଼ିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ବାମୁର ରେଞ୍ଜ ଅଞ୍ଚଳର ଚାଷୀ।...

ଓୟୁଟିଆର୍‌ ନବକଳେବର ପାଇଁ ୧୫୦୦ କୋଟି

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ...

ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ, ନୂଆଖାଇ ଭେଟ୍‌; ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ସାମିଲ ହେଲେ ଆଦିବାସୀ

ଲାଞ୍ଜିଗଡ଼,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ ଓ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement
Archives

Model This Week