ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ ମା’ଙ୍କୁ ଷୋଡ଼ଶ ଉପଚାର ପଦ୍ଧତିରେ ପୂଜା କରାଯାଉଛି। ଗ୍ରାମବାସୀଙ୍କ ପକ୍ଷରୁ ମା’ଙ୍କ ନିକଟରେ ପାର୍ବଣ ରୋଷେଇ ପ୍ରସ୍ତୁତ କରାଯାଇ ଭୋଗଲାଗି ହେଉଛି। କେତେକ ସ୍ଥାନରେ ଜନ୍ତାଳ ଭୋଜିର ଆୟୋଜନ କରାଯାଉଛି। ଶାରଦୀୟ ପୂଜା ସମୟରେ ଗାଁରେ ପୂଜା ପାଉଥିବା ଗ୍ରାମଦେବତୀଙ୍କୁ ଆମିଷ ବ୍ୟଞ୍ଜନରେ ପ୍ରସ୍ତୁତ ଅନ୍ନଭୋଗ ଲାଗିକଲେ ଗାଁକୁ ପଡ଼ିବାକୁ ଥିବା ସମସ୍ତ ବିପଦକୁ ମା’ ଦୂର କରିଥାନ୍ତି ବୋଲି ବିଶ୍ୱାସ ରହିଛି। ଚତୁର୍ଥଶତାବ୍ଦୀଠାରୁ ପ୍ରାଚୀ ଉପତ୍ୟକାରେ ଶକ୍ତି ପୂଜା ଚାଲିଆସୁଥିବା ଗବେଷକମାନେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ୟୁନିଟ୍‌ ରକ୍ତ ସଂଗ୍ରହ

ଆଠମଲ୍ଲିକ,୧୨।୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ୟୁଥ୍‌ ପାୱାର ପକ୍ଷରୁ ରବିବାର ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାରେ ରକ୍ତ ଦାନ କରାଯାଇଛି। ଲକ୍‌ ଡାଉନକୁ ନଜରରେ ରଖି ପର୍ଯ୍ୟାୟ...

୧୬ନଂ ଏନ୍‌ଏଚ୍‌ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍‌, ବାଇକ: ଦମ୍ପତି ଗୁରୁତର

ଧର୍ମଶାଳା,୫ା ୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଗୁରୁବାର ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବା...

ଧାମରାରେ ଆରଓ-ପ୍ୟାକ୍ସ ଜେଟି ପ୍ରକଳ୍ପ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସରକାରଙ୍କ ସାଗରମାଳା ଯୋଜନା ଅଧୀନରେ ଓଡ଼ିଶାର ଭଦ୍ରକ ଜିଲ୍ଲାର (ଧାମରା) କାଣୀନାଳିଠାରୁ କେନ୍ଦ୍ରାପଡ଼ା ଜିଲ୍ଲାର ତାଳଚୁଆକୁ ସଂଯୋଗ କରୁଥିବା ଆରଓ-ପ୍ୟାକ୍ସ (ରୋଲ-ଅନ୍‌ ଓ...

ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍‌ଏଫ୍‌ରେ କାର୍ଯ୍ୟରତ ଯବାନ ଏମ୍‌ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର...

୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ

ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି...

ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୫।୫: ପୋଲିିସ ଏଏସଆଇଙ୍କ ଘର ଚୋରି। ପ୍ରାୟ ୧୭ ଭରି ସୁନା, ଅଧା କେଜି ରୁପା ସହିତ ନଗଦ ୫୦ ହଜାର ଟଙ୍କା ଚୋରି...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର...

ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ: ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍‌ଆଇ),...

Advertisement
Archives

Model This Week