ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ମନ୍ଦିରର ଟ୍ରଷ୍ଟବୋର୍ଡ ସଭାପତି ତଥା ସ୍ଥାନୀୟ ତହସିଲଦାର ରୋଜିନା ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରତୀକ ପଟ୍ଟନାୟକ, ସେବକସମିତିର ପ୍ରତିନିଧି, ପୂଜାପଣ୍ଡାମାନେ ଯୋଗଦାନ କରିଥିଲେ। ଆସନ୍ତା ୨୧ରେ ମା’ଙ୍କ ସହସ୍ରକୁମ୍ଭାଭିଷେକ ନୀତି ଅନୁଷ୍ଠିତ ହେବା ସହିତ ୨୯ରେ ମା’ଙ୍କ ନବପତ୍ରିକା ପୂଜା ଅନୁଷ୍ଠିତ ହେବ ବୋଲି ମନ୍ଦିର ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ

କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର...

ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍‌

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍‌ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍‌ ପୋଲିସ। ରବିବାର ଶହୀଦନଗର ଥାନା...

କରୋନା ସଚେତନତା କଲା ଯୁବକ ସଂଘ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍‌ ୟୁଥ୍‌ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି।...

ମଧ୍ୟରାତ୍ରି ପର୍ଯ୍ୟନ୍ତ ଉଡିଲା ତ୍ରିରଙ୍ଗା

ସାରସକଣା,୧୬।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରାଯାଇଥିଲା। ମାତ୍ର ମଧ୍ୟ ରାତ୍ରି ପର୍ଯ୍ୟନ୍ତ ତିରଙ୍ଗା...

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଟ୍ରମା କେୟାର

ଭୁବନେଶ୍ୱର,୯ା୯(ଅଭିଜିତ ଦାସ): କ୍ୟାପିଟାଲ ହସ୍ପିଟାଲରେ ଟ୍ରମା କେୟାର ସେଣ୍ଚର ଆଣ୍ଡ୍‌ ସର୍ଜରୀ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ପୂର୍ତ୍ତ ବିଭାଗ ପକ୍ଷରୁ ଟ୍ରମା କେୟାର...

ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର...

୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ...

ନାବାଳକଙ୍କୁ ଟାଣିନେଲା କୁମ୍ଭୀର, କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ପଟ୍ଟାମୁଣ୍ଡାଇ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କୁ କୁମ୍ଭୀର ଟାଣିନେବାରୁ ତାଙ୍କର...

Advertisement
Archives

Model This Week