ଶାରିରୀକ ବିକାଶ ପାଇଁ ଖେଳକୁଦ ଆବଶ୍ୟକ

ବଅଁରପାଳ,୨୨।୧(ଡି.ଏନ.ଏ.): ବଅଁରପାଳ ପିଏସଏସଜେ ଡିଗ୍ରୀ କଲେଜ ପରିସରରେ ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କଲେଜ ଅଧ୍ୟକ୍ଷ ଗୋକୁଳା ନନ୍ଦ ପ୍ରଧାନ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ୧୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ ଦୌଡ଼, ଲମ୍ବଡିଆଁ, ଉଚ୍ଚଡିଆଁ, ସଟଫୁଟ୍‌ ଥ୍ରୋ, ଡିସକସ ଥ୍ରୋ ଆଦି କ୍ରୀଡ଼ାମାନ ଅନୁଷ୍ଠିତ ହୋଇଥିଲା। ଶାରିରୀକ ବିକାଶ ପାଇଁ ଖେଳକୁଦ ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟଅତିଥି ମତପ୍ରକାଶ କରିଥିଲେ। ଭବାନୀ ଶଙ୍କର ପାଣିଗ୍ରାହୀ, ପ୍ରାର୍ଥବୀର ନାୟକ, ସୁନିଲ କୁମାର ରଣା, ପ୍ରିତମ ସାମଲ, ମଧୁସ୍ମିତା ନାୟକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର...

ବାରଣ ସତ୍ତ୍ୱେ ଘରକୁ ଫେରୁଛନ୍ତି ବହିରାଗତ:  ୭ ଭୁବନେଶ୍ୱର ଫେରନ୍ତା କ୍ୱାରାଣ୍ଟାଇନ୍‌ରେ

ଦାରିଙ୍ଗବାଡ଼ି,୧୨।୪(ଡି.ଏନ.ଏ)- କରୋନା ପାଇଁ ସମସ୍ତ ଜିଲାର ସୀମାକୁ ସିଲ୍‌ କରାଯାଇଛି। ଜିଲା ପ୍ରଶାସନର ବାରଣ ସତ୍ତ୍ୱେ ବିଭିନ୍ନ ସ୍ଥାନରୁ ପାସ ହାସଲ କରି ଭଡ଼ାଗାଡ଼ି ନେଇ...

ରଥଯାତ୍ରା ଭିଡ଼ ବେଳେ ଚୋରି, ୨ ଗିରଫ

ବାରିପଦା ଅଫିସ,୭ା୭- ବାରିପଦାରେ ଶନିବାର ରଥ ଟଣାଯିବା ବେଳେ ଭିଡର ସୁଯୋଗ ନେଇ ମୋବାଲ ଓ ପର୍ସ ଆଦି ଚୋରି କରିବା ଘଯଣାରେ ୨ ଜଣ...

ଲଘୁଚାପ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୨୧।୮: ବୁଧବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକରେ ମୋଟ ୫୭୧ ମିଲିମିଟର ବର୍ଷା ହୋଇଛି।...

ବିଜୁ ଯୁବ ବାହିନୀ ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ

ଦିଗପହଣ୍ଡି,୬।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ...

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ...

ଯୁବକଙ୍କୁ ହାଜତରେ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: କଙ୍କଡ଼ାହାଡ଼ ଥାନା ଏଏସ୍ଆଇ ନିଲମ୍ବିତ

ଢେଙ୍କାନାଳ ଅଫିସ/କାମାକ୍ଷାନଗର(ଡି.ଏନ୍‌.ଏ.) ୧୧।୧ – ଆକ୍ରମଣର ଶିକାର ହୋଇଥିବା ଜଣେ ମହିଳାଙ୍କ ଏତଲା ନ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ ଜଣେ ଯୁବକଙ୍କୁ ଥାନା...

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...

Advertisement
Archives

Model This Week