ଶାରୀରିକ ଅସୁସ୍ଥତା ସହି ନ ପାରି ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ହୁଲୁରସିଂହା ପୁରୁଣା ପୋଲ ଉପରୁ ଡେଇଁ ମଙ୍ଗଳବାର ଜଣେ ବୃଦ୍ଧା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ନୟନୀ ବେହେରା (୬୦)। ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଶାରୀରିକ ଅସୁସ୍ଥତା ସହି ନ ପାରିବାରୁ ଆତ୍ମହତ୍ୟା କରିବା ପାଇଁ ସେ ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି...

ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ...

ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟ୍‌ ଠାବ

ଅନୁଗୋଳ ଅଫିସ, ୬।୯: ଅନୁଗୋଳ ସହରରେ ଚାଲିଥିବା ଏକ ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଏହି ଘଟଣାରେ କିଙ୍ଗ୍‌ପିନ୍‌ କୁହାଯାଉଥିବା ଜଣେ ଦମ୍ପତିଙ୍କ...

ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ

ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ...

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌...

ପକ୍କା ଅପେକ୍ଷାରେ ୧୦ ପଥ

ବଇଣ୍ଡା,୨ା୭ ଗ୍ରାମାଞ୍ଚଳର ସହରୀକରଣ ଚାଲିଛି। କେଉଁଠି କଂକ୍ରିଟ ତ ଆଉ କେଉଁଠି ପିଚୁ ରାସ୍ତା ନିର୍ମାଣ କରାଯାଇ ମୁଖ୍ୟ ସଡ଼କ ସହ ଯୋଡ଼ାଯାଉଛି। ବସୁଧା ଯୋଜନାରେ...

ଷ୍ଟେଶନ୍‌ ପରିସରରେ ପଡ଼ିଛି ପିପିଇ

ଅନୁଗୋଳ ଅଫିସ, ୨୮।୫ – ଅନୁଗୋଳ ରେଳ ଷ୍ଟେଶନ ପରିସରରେ ଏଣେତେଣେ ପଡ଼ିଛି କେତେକ ବ୍ୟବହୃତ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁମେଣ୍ଟ ବା ପିପିଇ। ଏହାକୁ ନେଇ...

Advertisement
Archives

Model This Week