ଶାରୀରିକ ଅସୁସ୍ଥତା ସହି ନ ପାରି ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ହୁଲୁରସିଂହା ପୁରୁଣା ପୋଲ ଉପରୁ ଡେଇଁ ମଙ୍ଗଳବାର ଜଣେ ବୃଦ୍ଧା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ନୟନୀ ବେହେରା (୬୦)। ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଶାରୀରିକ ଅସୁସ୍ଥତା ସହି ନ ପାରିବାରୁ ଆତ୍ମହତ୍ୟା କରିବା ପାଇଁ ସେ ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଣ୍ଡିପଦାରେ ଗ୍ରୀଷ୍ମପ୍ରବାହ ଜାରି: ଅଟକିଛି ଚାଷ, ମରୁଡ଼ି ଆଶଙ୍କା

ଛେଣ୍ଡିପଦା,୨୨ା୭(ଡି.ଏନ.ଏ.) ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଜାରି ରହିଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି। ଜୁଲାଇ ଆରମ୍ଭରୁ ସ୍ବଳ୍ପ ବର୍ଷା ପରେ ଆଉ ବର୍ଷାର...

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ...

ପ୍ରତିଶ୍ରୁତି ପରେ ଅଟକଙ୍କୁ ଛାଡ଼ିଲେ ଚାଷୀ

ଛେଣ୍ଡିପଦା,୨୨ା୧୨(ସ୍ବ.ପ୍ର.) – କାଂଶବାଂଶ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଆସିଥିବା ଅଧିକାରୀମାନଙ୍କୁ ଶୁକ୍ରବାର ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତ ଅଞ୍ଚଳର ଚାଷୀ ଅଟକ ରଖିବା...

ବସିଲା କୁଲାଡ଼ ହାଟ: ଗହଳି ନ କରି ଶାନ୍ତିଶୃଙ୍ଖଳାରେ ପରିବା କିଣିଲେ ଲୋକେ

ବଅଁରପାଳ,୨୯।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲାର ବଅଁରପାଳ ବ୍ଲକ କୁଲାଡ ଏଫ୍‌ସିଆଇ ଛକଠାରେ ରବିବାର କୁଲାଡ଼ ହାଟ ବସିଛି। ଲକ୍‌ଡାଉନ୍‌ ଲାଗି ଅନୁଗୋଳ ହାଟ ବନ୍ଦ ହୋଇଥିବା ବେଳେ...

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ – ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା...

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ।...

ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା...

ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଏମିତି: ଶିକ୍ଷକ କରୁଛନ୍ତି କିରାଣି କାମ

ଅନୁଗୋଳ ଅଫିସ, ୨୦।୮- ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଅନୁଗୋଳ ଜିଲାରେ ୩ ବର୍ଷ ହେଲା ଶିକ୍ଷକ ନିଯୁକ୍ତି ଦେଇନାହାନ୍ତି। ଏପରି...

Advertisement


Archives

Model This Week