ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌ ସମେତ ୨ଟି ଟ୍ରାକ୍ଟର ଜବତ କରାଯାଇଛି ା ତଦନ୍ତ ପରେ ସମ୍ପୂର୍ଣ୍ଣ ବିବରଣୀ ଦିଆଯିବ ବୋଲି କ୍ରାଇମବ୍ରାଞ୍ଚ ଅଧିକାରୀମାନେ କହିଛନ୍ତି ା ଶାରୀଶୁଆ ପାହାଡରେ ୧୪୪ ଧାରା ଲାଗୁ ସତ୍ତ୍ୱେ ଖଇରା ରାଜସ୍ବ ଅଧିକାରୀ ଓ ଜିଲା ପ୍ରଶାସନକୁ ହାତ କରି ବହୁ ଖଣି ମାଫିଆ ବେଆଇନ ଭାବେ ରାତି ଅଧିଆ ବ୍ଲାଷ୍ଟିଂ କରିବା ସହ ଟନ ଟନ ପଥର ଉତ୍ତୋଳନ କରିଥିଲେ। ବିଶେଷ ସୂତ୍ରରୁ ଖବର ପାଇ କ୍ରାଇମବ୍ରାଞ୍ଚ ଟିମ୍‌ ଶନିବାର ସନ୍ଧ୍ୟାରେ ପାହାଡରେ ଲୁଚି ରହିଥିଲେ। ରାତିରେ ପ୍ରଥମେ ୭୭ ନଂ. ଏବଂ ପରେ ପରେ ଅନ୍ୟ ଖଣିରେ ମାଫିଆମାନେ ଖଣି ଖୋଳା ଆରମ୍ଭ କରିବା ପରେ ୫ଜଣଙ୍କୁ ଧରିଥିଲେ। ରବିବାର ସକାଳେ ଖଇରା ତହସିଲଦାର ପ୍ରଦୀପ ସାହୁ ଓ ଆଇଆଇସି ସୁବ୍ରତ ବେହେରା ପହଞ୍ଚି ଟିମ୍‌ରେ ସାମିଲ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...

ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ

କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ...

ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା: ଅଭିଯୁକ୍ତ ଗିରଫ

ସାଲେପୁର, ୨୨।୧୧ (ଡି.ଏନ୍‌.ଏ.): ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସିପୁନଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ କଟକ ଜିଲା ସାଲେପୁର...

ସଂଗ୍ରାମୀଙ୍କ ଗାଁ ଚମ୍ପାଇଲୋ ଅବହେଳିତ

ଖୋର୍ଦ୍ଧା ଅଫିସ,୨୦ା୧: ‘ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’। ସ୍ବାଧୀନତା ସଂଗ୍ରାମ ସମୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏହି ଡାକରା ଭାରତୀୟଙ୍କ ମଧ୍ୟରେ...

ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୧ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ...

ଅଜଗର ଉଦ୍ଧାର

ଉଦଳା,୧୨ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ବୈରାଟପୁର ଗ୍ରାମ ନିକଟସ୍ଥ ସୋନ ନଦୀ ପଠାରୁ ମଙ୍ଗଳବାର ଏକ ୭ ଫୁଟିଆ ଅଜଗର ଉଦ୍ଧାର ହୋଇଛି...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ...

Advertisement
Archives

Model This Week