ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ

ଖଇରା,୨୦।୧୧(ଡି.ଏନ.ଏ.):  ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ ବନ୍ଧନଟା ମୌଜାର ୬୦, ୮୮, ୫୭, ୧୦, ୭୦ ନମ୍ବର ସମେତ ମୋଟ୍‌ ୧୧ଟି ଖଣି ବୁଲି ସ୍ଥିତି ପରଖିଥିଲେ।
ଶାରୀଶୁଆ ପାହାଡରେ ଥିବା ୯୭ ଖଣି ମଧ୍ୟରୁ ମାତ୍ର ୫୦ଟି ବିଧିବଦ୍ଧ ଭାବେ ନିଲାମ ଦିଆଯାଇଥିବାଜଣାପଡିଥିଲା। ବାଦ ପଡିଥବବା ଅନ୍ୟ ୪୬ଟି ସ୍ଥାନରେ ଚୋରା କାରବାର ହେଉଥିବା ଦେଖି ବନସଂରକ୍ଷକମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ବନସଂରକ୍ଷକଙ୍କ ପରିଦର୍ଶନ ବେଳେ ବାରିପଦା ଡିଏଫ୍‌ଓ ସ୍ବୟଂ ମଲ୍ଲିକ, ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା, ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ, କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।
ଉଲ୍ଲେଖନୀୟ ଯେ, ପରିବେଶ ନିୟମ ଉଲ୍ଲଂଘନ କରାଯାଇ ଖଣି ନିଲାମ ଦିଆଯିବା ସଂକ୍ରାନ୍ତ ମାଲାରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ ଏଠାରେ ଖଣି ଖୋଳା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୪ ତାରିଖ ସୁଦ୍ଧା ଆବଶ୍ୟକ କାଗଜପତ୍ର ପ୍ରଦାନ କରିବାକୁ ଟ୍ରିବ୍ୟୁନାଲ ପକ୍ଷରୁ ପ୍ରଶାସନକୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ଅଧିକାରୀଙ୍କ ଖଣି ଅଞ୍ଚଳ ପରିଦର୍ଶନ ଗୁରୁତ୍ୱ ରଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri